୧୬ରେ ପ୍ରଥମ ପର୍ଯ୍ୟାୟ ଭୋଟ୍, ଆଜି ସନ୍ଧ୍ୟାରେ ସରିବ ପ୍ରଚାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟା ୭ଟାରେ ସରିବ ପ୍ରଚାର । ଏଥିପାଇଁ ପ୍ରଚାରକୁ ଜୋରାଦର କରିଛନ୍ତି ସବୁ ରାଜନୈତିକ ଦଳ । ଆସନ୍ତା ୧୬ ତାରିଖରେ ହେଉଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୧ଟି ବ୍ଲକ୍‌ର ୨୦୦ ଜିଲ୍ଲା ପରିଷଦ ଜୋନ୍‌ରେ ମତଦାନ ହେବ । ଉକ୍ତ  ଦିନ ୨୨ ହଜାର ୩୭୯ଟି ଓ୍ୱାର୍ଡ ଓ ୧୬ ଶହ ୬୯ଟି ପଂଚାୟତରେ ଭୋଟ୍‌ ଗ୍ରହଣ କରାଯିବ । ଯେଉଁଥିରେ ସାମିଲ […]

campaign

campaign

Niharika Rout
  • Published: Monday, 14 February 2022
  • Updated: 14 February 2022, 11:58 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟା ୭ଟାରେ ସରିବ ପ୍ରଚାର । ଏଥିପାଇଁ ପ୍ରଚାରକୁ ଜୋରାଦର କରିଛନ୍ତି ସବୁ ରାଜନୈତିକ ଦଳ ।

ଆସନ୍ତା ୧୬ ତାରିଖରେ ହେଉଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୧ଟି ବ୍ଲକ୍‌ର ୨୦୦ ଜିଲ୍ଲା ପରିଷଦ ଜୋନ୍‌ରେ ମତଦାନ ହେବ । ଉକ୍ତ  ଦିନ ୨୨ ହଜାର ୩୭୯ଟି ଓ୍ୱାର୍ଡ ଓ ୧୬ ଶହ ୬୯ଟି ପଂଚାୟତରେ ଭୋଟ୍‌ ଗ୍ରହଣ କରାଯିବ । ଯେଉଁଥିରେ ସାମିଲ ହେବେ ୬୭ ଲକ୍ଷ ୫୧ ହଜାର ଭୋଟର ।  ଏଥିଲାଗି  ଆଜି ୧୧ଟି ଜିଲ୍ଲା ଏବଂ ୧୫ ତାରିଖରେ ୧୯ଟି ଜିଲ୍ଲାକୁ ଯିବେ ପୋଲିଂ ପାର୍ଟି ।

ଆଜି  ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଂଜାମ, ଗଜପତି,  କନ୍ଧମାଳ, ବୌଦ୍ଧ, ରାୟଗଡ଼ା ଓ କୋରାପୁଟର ବିଭିନ୍ନ ପୋଲିଂ ବୁଥ୍‌କୁ ଯିବେ ପୋଲିଂ ପାର୍ଟିଂ । ପ୍ରଚାର ସମୟସୀମା ଶେଷ ହେବା ପରେ ରାଜନୈତିକ ଦଳର ନେତା ଓ ଅନ୍ୟ ଅଂଚଳର ନେତାମାନେ ସ୍ଥାନୀୟ ଅଂଚଳରେ ରହିପାରିବେନି । ପଂଚାୟତ ନିର୍ବାଚନ ପାଇଁ ମୋଟ୍ ୫ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଏହାପରେ ତିନି ଦିନ ଧରି ୨୬, ୨୭ ଓ ୨୮ରେ ବ୍ଳକ୍ ହେଡକ୍ୱାଟରଗୁଡ଼ିକରେ ଗଣତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story