୧୨ରେ ଜିଲ୍ଲାପାଳ ଓ ଏସପିଙ୍କ ବୈଠକ ଡାକିଲେ ନିର୍ବାଚନ କମିଶନର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଛୁଆ ବର୍ଗଙ୍କ ସଂରକ୍ଷଣ ବିନା ନିର୍ବାଚନ ନକରିବାକୁ ବିରୋଧୀ ଦଳ ଗୁଡ଼ିକର ଦାବି ମଧ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାକୁ ରାଜ୍ୟ ନିର୍ବାଚନ କମିଶନର ତ୍ୱରାନ୍ୱିତ କରିଛନ୍ତି। ଓମିକ୍ରନ ସଂକ୍ରମଣ ବୃଦ୍ଧି ସତ୍ତ୍ୱେ ପଞ୍ଚାୟତ ନିର୍ବାଚନ ପ୍ରଭାବିତ ହେବାର ଆଶଙ୍କା କରାଯାଉଥିଲେ ମଧ୍ୟ ରାଜ୍ୟ ନିର୍ବାଚନ କମିଶନର ଆସନ୍ତା ୧୨ତାରିଖରେ ରାଜ୍ୟ ସରକାରଙ୍କ ସହ ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଚୂଡ଼ାନ୍ତ ବୈଠକ କରିବେ। ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଉପସ୍ଥିତ ରହିବାକୁ […]

panchayat-election

panchayat-election

Ordigital Desk
  • Published: Thursday, 30 December 2021
  • Updated: 30 December 2021, 09:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଛୁଆ ବର୍ଗଙ୍କ ସଂରକ୍ଷଣ ବିନା ନିର୍ବାଚନ ନକରିବାକୁ ବିରୋଧୀ ଦଳ ଗୁଡ଼ିକର ଦାବି ମଧ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାକୁ ରାଜ୍ୟ ନିର୍ବାଚନ କମିଶନର ତ୍ୱରାନ୍ୱିତ କରିଛନ୍ତି। ଓମିକ୍ରନ ସଂକ୍ରମଣ ବୃଦ୍ଧି ସତ୍ତ୍ୱେ ପଞ୍ଚାୟତ ନିର୍ବାଚନ ପ୍ରଭାବିତ ହେବାର ଆଶଙ୍କା କରାଯାଉଥିଲେ ମଧ୍ୟ ରାଜ୍ୟ ନିର୍ବାଚନ କମିଶନର ଆସନ୍ତା ୧୨ତାରିଖରେ ରାଜ୍ୟ ସରକାରଙ୍କ ସହ ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଚୂଡ଼ାନ୍ତ ବୈଠକ କରିବେ। ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୮ ତାରିଖରେ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ। ନିର୍ବାଚନ ପ୍ରସ୍ତୁତିର ତଦାରଖ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନର ଆସନ୍ତା ୧୨ତାରିଖରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ବୈଠକ କରିବେ । ଏହି ବୈଠକରେ ମୁଖ୍ୟ ସଚିବ, ପୁଲିସ ଡିଜି, ଉନ୍ନୟନ କମିଶନର, ଗୃହ ସଚିବ ଓ ପଂଚାୟତିରାଜ ସଚିବ ଯୋଗ ଦେବେ । ସମସ୍ତ ଜିଲ୍ଲାପାଳ ଓ ଏସପି ମଧ୍ୟ ବୈଠକରେ ସାମିଲ ହେବେ । ଏହି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ । ଦିନତମାମ ଏହି ବୈଠକ ଚାଲିବ ।

ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେଇ ପଞ୍ଚାୟତ ନିର୍ବାଚନ କରିବା ନିମନ୍ତେ ଦୁଇ ବିରୋଧୀ ଦଳ କଂଗ୍ରେସ ଓ ବିଜେପି ଦାବି ଜଣାଇଥିବାବେଳେ ଶାସକ ବିଜେଡି ଏବେ ପଂଚାୟତ ନିର୍ବାଚନକୁ ସ୍ଥଗିତ ରଖିବା ମୁଡରେ ନାହିଁ । ଯେଉଁଥିପାଇଁ ଓମିକ୍ରନ ସଂକ୍ରମଣ ବୃଦ୍ଧି ଆଶଙ୍କା ସତ୍ତ୍ୱେ ରାଜ୍ୟରେ ପଞ୍ଚାୟତ ନିର୍ବାଚନକୁ ନିର୍ଦ୍ଧାରିତ ଅବଧିରେ ସାରିବା ନିମନ୍ତେ ରାଜ୍ୟ ନିର୍ବାଚନ କମିଶନର ପ୍ରସ୍ତୁତି ଜୋରଦାର କରିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟ ନିର୍ବାଚନ କମିଶନର ଆଜି ପଞ୍ଚାୟତ ନିର୍ବାଚନରେ ହେବାକୁ ଥିବା ପ୍ରାର୍ଥୀଙ୍କ ନିମନ୍ତେ ଚିହ୍ନ ଘୋଷଣା କରିଥିବାବେଳେ ଭୁଲ୍ ସତ୍ୟପାଠ ଦାଖଲ ଉପରେ କଟକଣା ଜାରି କରି ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story