କୋହଳ ହେଲା କଟକଣା; ୨୦ ଜଣରେ ପ୍ରଚାର, ୩ଶହରେ ସଭା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ହ୍ରାସ ପାଇଥିବା ଯୋଗୁ ପଞ୍ଚାୟତ ନିର୍ବାଚନ ନିମନ୍ତେ ଲାଗୁ ହୋଇଥିବା କଟକଣାକୁ କୋହଳ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ ପ୍ରାର୍ଥୀ। ସେହିପରି ୩ଶହ ଲୋକଙ୍କୁ ନେଇ ଆୟୋଜିତ ହୋଇପାରିବ ନିର୍ବାଚନୀ ସଭା। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଆଦିତ୍ୟ ପ୍ରସାଦ ପାଢୀ। ଶ୍ରୀ ପାଢ଼ୀ କହିଛନ୍ତି, ପଞ୍ଚାୟତ ନିର୍ବାଚନ ନିମନ୍ତେ ପୂର୍ବରୁ ଲାଗୁ ହୋଇଥିବା […]

cec

cec

Niharika Rout
  • Published: Monday, 07 February 2022
  • Updated: 07 February 2022, 06:31 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ହ୍ରାସ ପାଇଥିବା ଯୋଗୁ ପଞ୍ଚାୟତ ନିର୍ବାଚନ ନିମନ୍ତେ ଲାଗୁ ହୋଇଥିବା କଟକଣାକୁ କୋହଳ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ ପ୍ରାର୍ଥୀ। ସେହିପରି ୩ଶହ ଲୋକଙ୍କୁ ନେଇ ଆୟୋଜିତ ହୋଇପାରିବ ନିର୍ବାଚନୀ ସଭା। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଆଦିତ୍ୟ ପ୍ରସାଦ ପାଢୀ।

ଶ୍ରୀ ପାଢ଼ୀ କହିଛନ୍ତି, ପଞ୍ଚାୟତ ନିର୍ବାଚନ ନିମନ୍ତେ ପୂର୍ବରୁ ଲାଗୁ ହୋଇଥିବା କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ୫ ଜଣଙ୍କୁ ନେଇ ପ୍ରଚାର ନିମନ୍ତେ ଅନୁମତି ମିଳିଥିବା ବେଳେ ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର କରିପାରିବେ ପ୍ରାର୍ଥୀ। ୩ଶହ ଲୋକଙ୍କୁ ନେଇ ସଭା କରାଯାଇପାରିବ। କିନ୍ତୁ ଏଥିପାଇଁ ମାସ୍କ ଓ ସାମାଜିକ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି। ସେହିପରି ରାଲି, ପଦଯାତ୍ରା ଓ ବାଇକ ରାଲି ଉପରେ ଲାଗୁ ହୋଇଥିବା କଟକଣା ବଳବତ୍ତର ରହିବ।

ରାଜ୍ୟ ନିର୍ବାଚନ କମିଶନ କହିଛନ୍ତି, ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା ସରିଛି । ୮୦- ୯୦% ପୁଲିଂ ଷ୍ଟାଫଙ୍କୁ ପ୍ରିକସନାରି ଡୋଜ୍ ଦିଆସରିଛି। ଅନ୍ୟମାନଙ୍କୁ ଆସନ୍ତା ୨ ଦିନରେ ଦିଆଯିବ। ଏହାବାଦ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବି ଅଧିକାଂଶ ଜିଲ୍ଲାରେ ସରିଯାଇଛି। ଅନ୍ୟ ଜିଲ୍ଲାରେ ଆସନ୍ତା ୨ ଦିନରେ ଏହାକୁ ଶେଷ କରାଯିବ।

ସୂଚନାଯୋଗ୍ୟ, କୋଭିଡ୍ ଗାଇଡ୍‌ ଲାଇନକୁ କଡ଼ାକଡ଼ି ପାଳନ କରାଯାଇ ଫେବୃଆରୀ ୧୬ରୁ ସମଗ୍ର ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ। ଫେବୃଆରୀ ୧୬, ୧୮, ୨୦, ୨୨ ଓ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story