ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ଦଳ ପାଖକୁ ଯିବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ଲବି ଜୋରଦାର ହୋଇଥିଲା । ବିଭିନ୍ନ ଆଶାୟୀମାନେ ଦଳର ବିଧାୟକ, ମନ୍ତ୍ରୀ ଓ ବରିଷ୍ଠ […]

panchayat-election

panchayat-election

Niharika Rout
  • Published: Sunday, 13 March 2022
  • Updated: 13 March 2022, 08:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ଦଳ ପାଖକୁ ଯିବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ଲବି ଜୋରଦାର ହୋଇଥିଲା ।

ବିଭିନ୍ନ ଆଶାୟୀମାନେ ଦଳର ବିଧାୟକ, ମନ୍ତ୍ରୀ ଓ ବରିଷ୍ଠ ନେତାଙ୍କୁ ଭେଟି ନିଜ ଦାବି କରିଥିଲେ । କିନ୍ତୁ ବହୁ ବିଚାର ବିର୍ମଶ ପରେ  ଏସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିବା ଦଳ ପକ୍ଷରୁ କୁହାଯାଇଛି।

ସକାଳ ସାଢ଼େ ୧୦ଟାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ଏହାପରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ମାର୍ଚ୍ଚ ୨୫ରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପାଇଁ ହେବ ନିର୍ବାଚନ  ବୋଲି ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story