୨୦୧୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଓ ୨୦୧୯ ସୁଦ୍ଧା ସବୁ ଘରକୁ ବିଦ୍ୟୁତ୍ ସଂଯୋଗ ନିର୍ଦ୍ଦେଶ

ଭୁବନେଶ୍ୱର: ୨୦୧୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗାଁକୁ ବିଦ୍ୟୁତ୍ ଓ ୨୦୧୯ ମାର୍ଚ୍ଚ ସୁଦ୍ଧା ସବୁ ଘରକୁ ବିଦ୍ୟୁତ୍ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସଚିବାଳୟରେ ଗ୍ରାମ୍ୟ ବିଦ୍ୟୁତ୍‌କରଣ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଗତକାଲି ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସମସ୍ତ ବିପିଏଲ୍ ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବିଦ୍ୟୁତ୍ ସଂଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି। ବୈଠକରେ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ବର୍ଷ […]

electricity

electricity

Rakesh Mallick
  • Published: Saturday, 17 December 2016
  • Updated: 17 December 2016, 08:39 AM IST

Sports

Latest News

ଭୁବନେଶ୍ୱର: ୨୦୧୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗାଁକୁ ବିଦ୍ୟୁତ୍ ଓ ୨୦୧୯ ମାର୍ଚ୍ଚ ସୁଦ୍ଧା ସବୁ ଘରକୁ ବିଦ୍ୟୁତ୍ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସଚିବାଳୟରେ ଗ୍ରାମ୍ୟ ବିଦ୍ୟୁତ୍‌କରଣ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଗତକାଲି ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ସମସ୍ତ ବିପିଏଲ୍ ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବିଦ୍ୟୁତ୍ ସଂଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି।

ବୈଠକରେ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ବର୍ଷ ରାଜ୍ୟରେ ୨,୧୫୬ଟି ଗାଁକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଛି। ବିଦ୍ୟୁତ୍ ସଂଯୋଗ ନ ଥିବା ଆଉ ୧୩୧୮ଟି ଗାଁକୁ ଆସନ୍ତା ମାର୍ଚ୍ଚ ସୁଦ୍ଧା ବିଦ୍ୟୁତ୍ ସଂଯୋଗ ଦିଆଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story