ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ରେଞ୍ଜର ପାଳସାହିରେ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରିଦେଇଛି ହାତୀ। ମୃତକ ଜଣଙ୍କ ହେଲେ ବାଉରୀ ସାହୁ।
ଆଜି ସକାଳେ ବାଉରୀ ଜମିକୁ ଫସଲ ଦେଖିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଉଠାଇ ନେଇ କଚାଡ଼ି ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।
ଖବରପାଇ ମହାବିରୋଡ଼ ରେଞ୍ଜର ବନ ଅଧିକାରୀ ସୁରେଶ ବେହେରା ଘଟଣା ସ୍ଥଳରେ ପହଞ୍ଚିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।