ପୃଥକ ପୃଥକ ସ୍ଥାନରେ ହାତୀ ଆକ୍ରମଣ: ଜଣେ ମୃତ, ଜଣେ ଗୁରୁତର

ଅନୁଗୋଳ/ କାମାକ୍ଷାନଗର: ଆଜି ରାଜ୍ୟର ପୃଥକ ପୃଥକ ସ୍ଥାନରେ ହାତୀ ଆକ୍ରମଣରେ  ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବସନ୍ତପୁର ଗାଁର ଜଣେ ବୃଦ୍ଧ ଶୌଚ ପାଇଁ ବାହାରକୁ ଯାଇଥିବା ବେଳେ ହାତୀଟି ତାଙ୍କୁ ଦଳି ଦେଇଥିଲା। ସେହିପରି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

death

death

Rakesh Mallick
  • Published: Friday, 26 May 2017
  • Updated: 26 May 2017, 07:57 AM IST

Sports

Latest News

ଅନୁଗୋଳ/ କାମାକ୍ଷାନଗର: ଆଜି ରାଜ୍ୟର ପୃଥକ ପୃଥକ ସ୍ଥାନରେ ହାତୀ ଆକ୍ରମଣରେ  ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବସନ୍ତପୁର ଗାଁର ଜଣେ ବୃଦ୍ଧ ଶୌଚ ପାଇଁ ବାହାରକୁ ଯାଇଥିବା ବେଳେ ହାତୀଟି ତାଙ୍କୁ ଦଳି ଦେଇଥିଲା।

ସେହିପରି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story