ଢେଙ୍କାନାଳ(ରାଜଶ୍ରୀ ଶତପଥି): ଢେଙ୍କାନାଳ ସଦର ରେଞ୍ଜର ଅଙ୍କରାନ୍ତିପୁର ଗାଁ ମନ୍ଦିର ପୂଜକଙ୍କୁ ଗତକାଲି ଘରୁ ଟାଣି ନେଇ ହାତୀ କଚାଡ଼ି ଦେଇଛି। ତାଙ୍କ ଅବସ୍ଥା ଗୁରୁତର ଅଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ତାଙ୍କ ନାଁ ଶ୍ରୀନିବାସ ଦେହୁରି। ତାଙ୍କ ବୟସ ୬୦ ବର୍ଷ।
ଗତକାଲି ରାତି ପ୍ରାୟ ଗୋଟାଏରୁ ସାଢ଼େ ଗୋଟାଏରେ ମଧ୍ୟରେ ଏହି ଘଟଣାଟି ଘଟିଥିଲା।
ତାଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଆଜି ସକାଳେ ଗ୍ରାମବାସୀମାନେ ରାସ୍ତାରୋକ କରିଥିଲେ। ବନବିଭାଗ ପକ୍ଷରୁ ତାଙ୍କର ଚିକିତ୍ସା ଖର୍ଚ୍ଚ ବହନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକ ହଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୋରଣ ପୋତାକୁ ନେଇ ବିଜେପି- ବିଜେଡି ମୁହାଁମୁହିଁ, ୧୬୩ ଧାରା ଲାଗୁ
ନୂଆବର୍ଷ ତୋରଣ ପୋତାକୁ ନେଇ ବିବାଦ। ବିବାଦ ଉଗ୍ର ରୂପ ନେବାରୁ ଦେଖାଦେଲା ଉତ୍ତେଜନା ଓ ଛକାପଞ୍ଝା। ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହେବା ପରେ ଜାରି ହେଲା ଧାରା ୧୬୩।
Crime
ରାତିରେ କଥା କଟାକଟି, ସକାଳୁ ରେଳ ଧାରଣାରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ୱାମୀଙ୍କ ସହ କଥା କଟାକଟି ଅତିଷ୍ଠ କଲା। ତେଣୁ ଘର ସଂସାରର ମୋହ ବି ତୁଛ ଲାଗିଲା। ଏପରି ସମୟରେ ବଞ୍ଚିବାଠୁ ମରିବାକୁ ଶ୍ରେୟକର ଭାବି ରାତି ଅଧରେ ଘର ଛାଡ଼ିଲେ ମହିଳା।
Accident
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା, ଡ୍ରାଇଭର ଜୀବନ୍ତ ଦଗ୍ଧ
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଲାଗି ଯାଇଛି ନିଆଁ। ଏହି ନିଆଁରେ ଜଣେ ଟ୍ରକ୍ ଚାଳକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି।
Miscellaneous
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା, ହିନ୍ଦୀ ଶିକ୍ଷକ ନିଲମ୍ବିତ
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା । ନିଲମ୍ବିତ ହେଲେ ହିନ୍ଦୀ ଶିକ୍ଷକ।
Crime
ଗୋରୁ ବୋଝେଇ ଗାଡ଼ି ଜବତ, ଦୁଇ ଗିରଫ
ବାଲେଶ୍ୱର ଜିଲ୍ଲା ସୋର ବାରିକପୁର ହାଟରେ ଗୋରୁ ଚାଲାଣ ବେଳେ ଗୋରୁ ଗାଡି ଜବତ କରିବା ସହ ଅନେକ ଗୋରୁଙ୍କୁ ଉଦ୍ଧାର କରିଛି ପୁଲିସ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି।