ଫୁଲବାଣୀ(ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ କରଡ଼ା ପଞ୍ଚାୟତ ନୀଳମାଧବ ଜଙ୍ଗଲରେ ଏକ ଛୁଆ ହାତୀର ମୃତ୍ୟୁ ଘଟିଛି। ଦୁଇ ହାତୀ ମଧ୍ୟରେ ଲଢେଇ ବେଳେ ଛୁଆ ହାତୀଟି ଭିତରେ ପଶିଯିବାରୁ ତାର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଛୁଆ ହାତୀର ବୟସ ପ୍ରାୟ ଦେଢ ବର୍ଷ ହେବ ବୋଲି ଅନୁମାନ କରାଯାଉଛି।
ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ହାତୀର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ କରିଛି। ଘଟଣାସ୍ଥଳରେ ତାକୁ ପୋଡ଼ିଦେଇଛି। ଗତ ଶନିବାର ହାତୀଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।