ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଶ୍ୱ ହାତୀ ଦିବସ। ଦିନକୁ ଦିନ ହାତୀ ଓ ମଣିଷ ମଧ୍ୟରେ ବିବାଦ ବଢୁଥିବା ବେଳେ ଏହାର ସମାଧାନ ଓ ହାତୀଙ୍କ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୨୦୧୨ରୁ ବିଶ୍ୱ ବ୍ୟାପୀ ହାତୀ ଦିବସ ପାଳିତ ହେଉଛି। ଏହି ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆୟୋଜିତ ହୋଇଛି ସ୍ୱତନ୍ତ୍ର ଉତ୍ସବ।
ହାତୀଙ୍କୁ ସୁସ୍ୱାଦୁ କଦଳୀ, ନଡ଼ିଆ, ସେଓ ପ୍ରଭୃତି ଫଳ ଖାଇବାକୁ ଦିଆଯାଇଛି। ହାତୀ ଦିବସରେ ନନ୍ଦନକାନନରେ ଥିବା ୮ ହାତୀଙ୍କ ମଧ୍ୟରୁ ଗୋରୀ, କମଳା, ଜୁଲି ଓ ମାମାକୁ ଉତ୍ସବ ସ୍ଥଳକୁ ଅଣାଯାଇଥିଲା। ଆଜି ନନ୍ଦନକାନନ ଛୁଟି ଥିଲେ ମଧ୍ୟ ହାତୀଙ୍କୁ ଦେଖିବାକୁ ବେଶ୍ ଭିଡ଼ ଜମିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।