ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳ ଗୋଚ୍ଛା ଜଙ୍ଗଲରେ ଏ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀର ବୟସ ୭ରୁ ୮ବର୍ଷ ହୋଇଥିବା ଜଣାପଡ଼ିଛି।
ଗତକାଲି ରାତିରେ ବନବିଭାଗ ଅଧିକାରୀ ହାତୀର ମୃତଦେହକୁ ଠାବ କରିଛନ୍ତି। ତେବେ ହାତୀର ମୃତ୍ୟୁର କାରଣ ଜଣାପଡି ନାହିଁ। ହେଲେ ହାତୀର ଦାନ୍ତ କଟା ହୋଇଥିବା ଦେଖିବାକୁ ମିଳିଛି । ଆଜି ହାତୀର ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣା ପଡିବ ବୋଲି ପଞ୍ଚରିଡା ରେଞ୍ଜ ଅଧିକାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।