ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ମୃତ୍ୟୁ

ଅନୁଗୋଳ (ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ପୁରଣାଗଡ ରେଞ୍ଜ ଧୁକୋଟା ଗାଁ ନିକଟ ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ହାତୀଟିର ଆନୁମାନିକ ବୟସ ୨୦ରୁ ୨୫ ବର୍ଷ ହେବ।

ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିତିବା ଜଣାପଡିଛି। ହାତୀର ମୃତ ଦେହ ଦେଖିବା ପରେ ସ୍ଥାନୀୟ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ହାତୀର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ବ୍ୟବସ୍ଥା କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’