ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

ପାଲଲହଡା: ପାଲଲହଡା ଖମାର ଫରେଷ୍ଟ ରେଞ୍ଜ ଭଦ୍ରମୁଣ୍ଡା ଗାଁରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଗତକାଲି ରାତିରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଛି। ଖବର ପାଇ ଖମରା ରେଞ୍ଜର ବନ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତ ହାତୀର ବୟସ ୨୦ରୁ ୨୨ ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

elephant

Rakesh Mallick
  • Published: Wednesday, 08 March 2017
  • , Updated: 08 March 2017, 12:45 PM IST

ପାଲଲହଡା: ପାଲଲହଡା ଖମାର ଫରେଷ୍ଟ ରେଞ୍ଜ ଭଦ୍ରମୁଣ୍ଡା ଗାଁରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଗତକାଲି ରାତିରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଛି।

ଖବର ପାଇ ଖମରା ରେଞ୍ଜର ବନ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତ ହାତୀର ବୟସ ୨୦ରୁ ୨୨ ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।

Related story