ନନ୍ଦନକାନନରେ ଚନ୍ଦନର ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ ଥିବା ହାତୀ ‘ଚନ୍ଦନ’ର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ୧୦ ବର୍ଷ ହେବ। ଗତକାଲି ରାତି ପ୍ରାୟ  ୩ଟା ୪୦ରେ ଚନ୍ଦନର ମୃତ୍ୟୁ ହୋଇଛି। ଗତ ୧୩ ତାରିଖରେ ହାତୀଟି ହଠାତ୍ ଅସୁସ୍ଥ ହୋଇପଡ଼ିଥିଲା। ଏହାପରେ ତାକୁ ନନ୍ଦନକାନନରେ ଥିବା ପଶୁ ଡାକ୍ତର ଚିକିତ୍ସା କରିଥିଲେ। ତେବେ ହରପିସ୍ ଭୂତାଣୁ ସଂକ୍ରମଣ ଯୋଗୁ ହାତୀଟିର ମୃତ୍ୟୁ ହୋଇଥିବା ଜଣାପଡିଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ନନ୍ଦନକାନନ […]

elephant

elephant

Jyoshna Pradhan
  • Published: Sunday, 15 September 2019
  • Updated: 15 September 2019, 02:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନରେ ଥିବା ହାତୀ ‘ଚନ୍ଦନ’ର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ୧୦ ବର୍ଷ ହେବ। ଗତକାଲି ରାତି ପ୍ରାୟ  ୩ଟା ୪୦ରେ ଚନ୍ଦନର ମୃତ୍ୟୁ ହୋଇଛି।

ଗତ ୧୩ ତାରିଖରେ ହାତୀଟି ହଠାତ୍ ଅସୁସ୍ଥ ହୋଇପଡ଼ିଥିଲା। ଏହାପରେ ତାକୁ ନନ୍ଦନକାନନରେ ଥିବା ପଶୁ ଡାକ୍ତର ଚିକିତ୍ସା କରିଥିଲେ। ତେବେ ହରପିସ୍ ଭୂତାଣୁ ସଂକ୍ରମଣ ଯୋଗୁ ହାତୀଟିର ମୃତ୍ୟୁ ହୋଇଥିବା ଜଣାପଡିଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos