ବାରହା ଜାଲରେ ଫସିଗଲା ହାତୀ, ଚାଲିଗଲା ଜୀବନ

ଅନୁ଼ଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ହଣ୍ଡପା ରେଞ୍ଜ ଲକ୍ଷ୍ମୀପୁର ଜଙ୍ଗଲରେ ଗୋଟିଏ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ଆନୁମାନିକ ୧୦ ବର୍ଷ ହେବ। ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି । ବନବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ତଦନ୍ତ ଜାରି ରଖିଛନ୍ତି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର […]

elephant

elephant

Jyoshna Pradhan
  • Published: Monday, 25 November 2019
  • Updated: 25 November 2019, 12:52 PM IST

ଅନୁ଼ଗୋଳ(ବିରଜା ଦାସ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଅନ୍ତର୍ଗତ ହଣ୍ଡପା ରେଞ୍ଜ ଲକ୍ଷ୍ମୀପୁର ଜଙ୍ଗଲରେ ଗୋଟିଏ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ଆନୁମାନିକ ୧୦ ବର୍ଷ ହେବ। ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି ।

ବନବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ତଦନ୍ତ ଜାରି ରଖିଛନ୍ତି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ବନ ବିଭାଗ ସୂଚନା ଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos