ସମ୍ବଲପୁର (ସଞ୍ଜୟ ଜେନା): ସଙ୍କଟରେ ଗଜରାଜ। କେତେବେଳେ ହାତୀପଲ ନଦୀ ଭିତରକୁ ଚାଲି ଯାଉଛନ୍ତି ତ ଆଉ କେତେବେଳେ ରେଲୱେ ଟ୍ରାକ୍ ଉପରକୁ ଆସି ଯାଉଛନ୍ତି। ସେହିପରି ଆଉ କେତେବେଳେ ହାତୀକୁ ଗୁଳିମାଡ ହେଉଛି। ଏଭଳି ଅନେକ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ହତୀର ଜୀବନ ବିପଦରେ ପଡିଥିବା ଦେଖିବାକୁ ମିଳୁଛି। ଏବେ ଏଭଳି ହିଁ ଆଉ ଏକ ଘଟଣା ସାମ୍ନାକୁ ଆସିଛି ସମ୍ବଲପୁରରୁ।
ପାଣି ପିଇବାକୁ ଯାଇ ପୋଖରୀରେ ଫସି ଯାଇଛି ଦନ୍ତା ହାତୀ। ସମ୍ବଲପୁର ବନଖଣ୍ଡ ଅନ୍ତର୍ଗତ ବଡସାହିର ଫରେଷ୍ଟ ରେଞ୍ଜ ଅଞ୍ଚଳର ଘଟିଛି ଏଭଳି ଘଟଣା। ଏକ ବଡ ପୋଖରୀ ମଧ୍ୟରେ ଥିବା କାଦୁଅ ଭିତରେ ଫସି ରହିଛି ହାତୀ। ଯେତେ ଚେଷ୍ଟା କଲେ ବି କାଦୁଅରୁ ବାହାରକୁ ବାହାରି ପାରୁ ନାହିଁ।
ଉକ୍ତ ଅଞ୍ଚଳର ଗ୍ରାମବାସୀଙ୍କ କହିବା କଥା ହେଲା ଗତକାଲି ରାତିରେ ପାଣି ପଇବାକୁ ଆସି ଏହି ଦନ୍ତା ହାତୀଟି ଫସି ରହିଛି। ଏପଟେ DFOଙ୍କ ସୂଚନା ଅନୁଯାୟୀ, ଖୁବ ଶିଘ୍ର ଡାକ୍ତରୀ ଟିମ ଘଟଣାସ୍ଥଳକୁ ପଠାଇବାର ବ୍ୟବସ୍ଥା କରାଯାଉଛି। ଏଥିସହ ହାତୀଟିକୁ କାଦୁଅ ଭିତରୁ ଉଦ୍ଧାର କରିବା ପାଇଁ ମଧ୍ୟ ବ୍ୟବସ୍ଥା ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।