ମୃତ୍ୟୁ ସହ ସଂଗ୍ରାମ କରୁଛି ଦନ୍ତାହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ଥିବା ଉଦୟଗିରି ମୁଣ୍ଡା ସାହିରେ ଗୋଟିଏ ଦନ୍ତା ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାହାତୀଟି ପଡ଼ି ରହିଥିବା ଗାଁ ଲୋକେ ଆଜି ଭୋରରୁ ଦେଖିବାକୁ ପାଇଥିଲେ। ସେମାନେ ଏନେଇ ବନବିଭାଗକୁ ଖବର ଦେଇଥିଲେ। ବନବିଭାଗ ପକ୍ଷରୁ ଅସୁସ୍ଥ ହାତୀର ଚିକିତ୍ସା ଆରମ୍ଭ କରାଯାଇଛି। ହାତୀଟିର ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଗତକାଲି ରାତିରେ ଏକ ହାତୀପଲ ଉକ୍ତ ଅଞ୍ଚଳରେ ବୁଲୁଥିଲେ। ସେଥିମଧ୍ୟରୁ ଗୋଟିଏ […]

ele

ele

Rakesh Mallick
  • Published: Friday, 21 April 2017
  • Updated: 21 April 2017, 12:53 PM IST

Sports

Latest News

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ଥିବା ଉଦୟଗିରି ମୁଣ୍ଡା ସାହିରେ ଗୋଟିଏ ଦନ୍ତା ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାହାତୀଟି ପଡ଼ି ରହିଥିବା ଗାଁ ଲୋକେ ଆଜି ଭୋରରୁ ଦେଖିବାକୁ ପାଇଥିଲେ। ସେମାନେ ଏନେଇ ବନବିଭାଗକୁ ଖବର ଦେଇଥିଲେ। ବନବିଭାଗ ପକ୍ଷରୁ ଅସୁସ୍ଥ ହାତୀର ଚିକିତ୍ସା ଆରମ୍ଭ କରାଯାଇଛି। ହାତୀଟିର ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଗତକାଲି ରାତିରେ ଏକ ହାତୀପଲ ଉକ୍ତ ଅଞ୍ଚଳରେ ବୁଲୁଥିଲେ। ସେଥିମଧ୍ୟରୁ ଗୋଟିଏ ହାତୀ ଅସୁସ୍ଥତା କାରଣରୁ ଯାଇ ନ ପାରି କାଜୁ ବାଡିରେ ରହିଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story