ଖୋର୍ଦ୍ଧା (ବଳରାମ ଲେଙ୍କା ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଗତ ରାତିରେ ୨ ଜଣଙ୍କୁ ଦଳି ମାରିଦେଇଛି ହାତୀ ମୃତକଦ୍ୱୟ ହେଲେ ହଜ୍ ଗାଁର ବଂଶୀଧର ଛୁଆଳ ସିଂହ ଓ କଲରାଝର ଗାଁର ସନାତନ ପ୍ରଧାନ ।
ଜଣେ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ, ବିଳମ୍ବିତ ରାତିରେ ଗ୍ରାମବାସୀ ଶୋଇଥିବା ବେଳେ ହାତୀ ଏହି ୨ଟି ଗାଁରେ ପଶି ଉତ୍ପାତ ରଚିଥିଲା। ଏହାପରେ ବଂଶୀଧର ଓ ସନାତନଙ୍କ ଘର ଭାଙ୍ଗି ଦେଇ ସେମାନଙ୍କୁ ପାଦରେ ଦଳି ଦେଇଥିଲା। ଏଥିରେ ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
୨୦୧୮ରେ ଘଟିଥିଲା ବହୁଚର୍ଚ୍ଚିତ ନାରାୟଣ ସତନାମୀ ହତ୍ୟାକାଣ୍ଡ। ଇରଶିଷଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ରୁଜୁ ହୋଇଥିଲା ମାମଲା।
Politics
ବିଜେଡିକୁ ଝଟ୍କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା
ପୌରାଧ୍ୟକ୍ଷା ହୋଇଥିଲେ ବିଜେଡିର ଯାଜ୍ଞସେନି ଓରାମ। ଅଭିଯୋଗରୁ ପ୍ରକାଶ, ପୌରାଧ୍ୟକ୍ଷା ହେବା ପରେ ଯାଜ୍ଞସେନି ଓରାମ ମନମୁଖୀ କାମ କରୁଛନ୍ତି। ଉନ୍ନୟନ ମୂଳକ କାମରେ କାଉନ୍ସିଲଙ୍କୁ ସହଯୋଗ କରୁନାହାନ୍ତି।
Crime
ଜେଜେମାଆ-ନାତୁଣୀଙ୍କୁ ଲୁଟିଲେ, ରାସ୍ତା ପାର୍ଶ୍ୱକୁ ଫିଙ୍ଗିଦେଲେ
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଛତ୍ରପୁର ମେଡ଼ିକାଲ୍ରୁ କୁନ୍ତଳାଙ୍କ ପରିବାର ଲୋକଙ୍କ ପାଖକୁ ଫୋନ୍ କଲ ଆସିଥିଲା। କୁନ୍ତଳା ଓ ସ୍ୱିଟି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ଚେତା ଫେରୁନି ବୋଲି ସୂଚନା ଦିଆଯାଇଥିଲା।
Miscellaneous
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ରାୟଗଡ଼ା ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏହି ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
Health
ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!
ଦେଶରେ HMPV ଚିହ୍ନଟକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି,‘ଚୀନ୍ରୁ HMPV ଆସୁଥିବା ଖବରକୁ WHO ଏଯାବତ ସ୍ପଷ୍ଟ କରିନି। ଭାରତ ସରକାର ମଧ୍ୟ କୌଣସି ଆଡଭାଇଜରୀ ଜାରି କରି ନାହାନ୍ତି। ଯେ କୌଣସି ପ୍ରକାର ସ୍ୱାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ।