Advertisment

ଘର ଆଗରେ ମାରିଦେଲା ହାତୀ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଆଜି ସକାଳେ ଢେଙ୍କାନାଳ ଷଡ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ମାଧବୋଲୁଅ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଜକ ହେଲେ କୌଶଲ୍ୟା ସାହୁ । କୌଶଲ୍ୟା ସକାଳେ ନିଜ ଘର ଆଗ ଝାଡୁ କରୁଥିବା ସମୟରେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ଗାଁ ମଝିରେ ପଶି ହାତୀ ମହିଳାଙ୍କୁ ମାରିଥିବାରୁ ଗ୍ରାମବାସୀ ଭୟଭୀତ ହୋଇ ପଡିଛନ୍ତି।  ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଘର ଆଗରେ ମାରିଦେଲା ହାତୀ

hati-1--1

Advertisment

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଆଜି ସକାଳେ ଢେଙ୍କାନାଳ ଷଡ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ମାଧବୋଲୁଅ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଜକ ହେଲେ କୌଶଲ୍ୟା ସାହୁ ।

Advertisment

କୌଶଲ୍ୟା ସକାଳେ ନିଜ ଘର ଆଗ ଝାଡୁ କରୁଥିବା ସମୟରେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ଗାଁ ମଝିରେ ପଶି ହାତୀ ମହିଳାଙ୍କୁ ମାରିଥିବାରୁ ଗ୍ରାମବାସୀ ଭୟଭୀତ ହୋଇ ପଡିଛନ୍ତି।  ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe