ଘରୁ ଯାଉଥିଲେ, ହାତୀ ହାବୁଡ଼ରେ ପଡ଼ିଗଲେ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ବମ୍ପା ଗାଁରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ  ହେଲେ ସେହି ଗାଁର ଭାସ୍କର ବେହେରା। ଆଜି ଭୋରରୁ ସେ ଘରୁ ବାହାରି କାମକୁ ଯାଉଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ଆକ୍ରମଣରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି।

hati-1--1

hati-1--1

Niharika Rout
  • Published: Friday, 17 January 2020
  • Updated: 17 January 2020, 11:13 AM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ବମ୍ପା ଗାଁରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ  ହେଲେ ସେହି ଗାଁର ଭାସ୍କର ବେହେରା।

ଆଜି ଭୋରରୁ ସେ ଘରୁ ବାହାରି କାମକୁ ଯାଉଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ଆକ୍ରମଣରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story