ମାରିଦେଲା ହାତୀ

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ହରିବେରେଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ଗାଁର ପାଣ୍ଡବ ସାହୁ (୬୫)। ପାଣ୍ଡବ ଆଜି ସକାଳେ ଚାଷଜମି ଆଡ଼େ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଜମି ନିକଟ ଜଙ୍ଗଲରେ ଲୁଚି ରହିଥିବା ଏକ ହାତୀ ହଠାତ୍ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା। ପାଣ୍ଡବଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତଜେନା ଦେଖାଦେଇଛି। ତେବେ […]

anugul

anugul

Jitendra Garnayak
  • Published: Thursday, 10 September 2020
  • Updated: 10 September 2020, 11:32 AM IST

Sports

Latest News

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ହରିବେରେଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ଗାଁର ପାଣ୍ଡବ ସାହୁ (୬୫)।

ପାଣ୍ଡବ ଆଜି ସକାଳେ ଚାଷଜମି ଆଡ଼େ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଜମି ନିକଟ ଜଙ୍ଗଲରେ ଲୁଚି ରହିଥିବା ଏକ ହାତୀ ହଠାତ୍ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା।

ପାଣ୍ଡବଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତଜେନା ଦେଖାଦେଇଛି। ତେବେ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀମାନେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପ୍ରୟାସ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story