ନିଜ ଜମିକୁ ଯାଉଥିଲେ, ହାତୀ ହାବୁଡ଼ରେ ପଡ଼ିଗଲେ ଚାଷୀ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ନିଜ ଜମିକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଗଲେ ଚାଷୀ। ପାଦରେ ଦଳିମକଚି ଜୀବନ ନେଲା ଚାଷୀ। ଏପରି ଦୁଃଖଦ ଘଟଣା ଆଜି ସକାଳୁ ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଭରସୂଜା ପଂଚାୟତ ଅନ୍ତର୍ଗତ ଦର୍ଲିପାଲି ଗାଁରେ ଘଟିଛି।  । ମୃତ ଚାଷୀ ହେଲେ ବିରଚିଂ ସାହୁ ।   ବିରଚିଂଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଅସହାୟ ହୋଇଯାଇଛନ୍ତି । ତୁରନ୍ତ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଦାବୀ କରିଛନ୍ତି ସ୍ଥାନୀୟ ସରପଂଚ […]

deadbody

deadbody

Niharika Rout
  • Published: Wednesday, 21 April 2021
  • Updated: 21 April 2021, 09:31 AM IST

Sports

Latest News

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ନିଜ ଜମିକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଗଲେ ଚାଷୀ। ପାଦରେ ଦଳିମକଚି ଜୀବନ ନେଲା ଚାଷୀ। ଏପରି ଦୁଃଖଦ ଘଟଣା ଆଜି ସକାଳୁ ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଭରସୂଜା ପଂଚାୟତ ଅନ୍ତର୍ଗତ ଦର୍ଲିପାଲି ଗାଁରେ ଘଟିଛି।  । ମୃତ ଚାଷୀ ହେଲେ ବିରଚିଂ ସାହୁ ।   ବିରଚିଂଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଅସହାୟ ହୋଇଯାଇଛନ୍ତି ।

ତୁରନ୍ତ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଦାବୀ କରିଛନ୍ତି ସ୍ଥାନୀୟ ସରପଂଚ ଏବଂ ଗାଁ ଲୋକେ । ଭୋରରୁ ଘଟଣା ସଂର୍ପକରେ ଜଂଗଲ ବିଭାଗକୁ ଖବର ଦିଆଯାଇଥିଲେ ମଧ୍ୟ କେହି ପହଚିଂନଥିବାରୁ ଉତ୍ତେଜନା ପ୍ରକାଶ ପାଇଛି । ଏବେ ବି ହାତୀ ପଲଭରସୁଜା ଅଂଚଳରେ ଥିବା ଅନୁମାନ କରାଯାଉଛି । ତେଣୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos