ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ନିଜ ଜମିକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଗଲେ ଚାଷୀ। ପାଦରେ ଦଳିମକଚି ଜୀବନ ନେଲା ଚାଷୀ। ଏପରି ଦୁଃଖଦ ଘଟଣା ଆଜି ସକାଳୁ ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଭରସୂଜା ପଂଚାୟତ ଅନ୍ତର୍ଗତ ଦର୍ଲିପାଲି ଗାଁରେ ଘଟିଛି। । ମୃତ ଚାଷୀ ହେଲେ ବିରଚିଂ ସାହୁ । ବିରଚିଂଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଅସହାୟ ହୋଇଯାଇଛନ୍ତି ।
ତୁରନ୍ତ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ଦାବୀ କରିଛନ୍ତି ସ୍ଥାନୀୟ ସରପଂଚ ଏବଂ ଗାଁ ଲୋକେ । ଭୋରରୁ ଘଟଣା ସଂର୍ପକରେ ଜଂଗଲ ବିଭାଗକୁ ଖବର ଦିଆଯାଇଥିଲେ ମଧ୍ୟ କେହି ପହଚିଂନଥିବାରୁ ଉତ୍ତେଜନା ପ୍ରକାଶ ପାଇଛି । ଏବେ ବି ହାତୀ ପଲଭରସୁଜା ଅଂଚଳରେ ଥିବା ଅନୁମାନ କରାଯାଉଛି । ତେଣୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।