ହାତୀ ନେଲା ଜୀବନ

ସୁନ୍ଦରଗଡ଼ (ଓଡ଼ିଶା ରିପୋର୍ଟର):  ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଫରେଷ୍ଟ ରେଞ୍ଜ ହରପାଲି ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଚାରୁର ପୂର୍ବତନ ସରପଞ୍ଚ  ରାମକା ଓରାମ। ବନ ବିଭାଗ କର୍ମଚାରୀଙ୍କ ସହ ହାତୀ ଘଉଡ଼ାଇବା ବେଳେ ଏହି ଅଘଟଣ ଘଟିଥିଲା।  

e copy

Rakesh Mallick
  • Published: Tuesday, 27 February 2018
  • , Updated: 27 February 2018, 01:23 PM IST

ସୁନ୍ଦରଗଡ଼ (ଓଡ଼ିଶା ରିପୋର୍ଟର):  ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଫରେଷ୍ଟ ରେଞ୍ଜ ହରପାଲି ଗାଁରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଚାରୁର ପୂର୍ବତନ ସରପଞ୍ଚ  ରାମକା ଓରାମ। ବନ ବିଭାଗ କର୍ମଚାରୀଙ୍କ ସହ ହାତୀ ଘଉଡ଼ାଇବା ବେଳେ ଏହି ଅଘଟଣ ଘଟିଥିଲା।

https://youtu.be/iq5oid_9fl8

 

Related story