ନୀଳଗିରି (ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରି ବନଖଣ୍ଡରେ ଝାଡ଼ଖଣ୍ଡୀ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଚି। ଝାଡ଼ଖଣ୍ଡର ଦଲମା ଜଙ୍ଗଲରୁ ଆସିଥିବା ୫୮ଟି ହାତୀ କ୍ଷେତରେ ପଶି ଧାନ ଖାଇବା ସହ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି।
୫ଦିନ ହେଲା ଏହି ହାତୀ ପଲ ତିନିକୋଶିଆ ଅଞ୍ଚଳରେ ଉତ୍ପାତ ମଚାଇଛନ୍ତି। ହାତୀ ପଲ ଭୟରେ ଲୋକେ କେଉଁଠି ମଞ୍ଚା ଉପରେ ତ କେଉଁଠି ନିଆଁ ଜାଳି ରାତି କଟାଉଛନ୍ତି। ଏପରିକି ଘରେ ମଧ୍ୟ ନିଜକୁ ସୁରକ୍ଷିତ ମଣିନାହାନ୍ତି।
ବନ ବିଭାଗ ଗ୍ରାମବାସୀଙ୍କ ସହ ମିଶି ଲାଇଟ ଓ ବାଣ ସାହାଯ୍ୟରେ ହାତୀ ଘଉଡ଼ାଇବାକୁ ଚେଷ୍ଟା ଚଳାଇଛି।
https://youtu.be/rrN46c1pX3o
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।