ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା ଭାଷାବିତ୍ ଡଃ ଖଗେଶ୍ୱର ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଓଡ଼ିଶା ଟ୍ରାଇବାଲ ମ୍ୟୁଜିୟମର ନିର୍ଦ୍ଦେଶକ ଭାବେ ପୂର୍ବରୁ ଦାୟିତ୍ୱ ନିର୍ବାହ କରିଥିଲେ।  ବିଶ୍ୱ ଭାରତୀ ଶାନ୍ତିନିକେତନରେ ଓଡ଼ିଆ ବିଭାଗ ଅଧ୍ୟାପକ ମଧ୍ୟ ଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସେ ସମ୍ମାନିତ ହେବା ସହ ଆହୁରି ଅନେକ ସମ୍ମାନରେ ସମ୍ମାନିତ ମଧ୍ୟ ହୋଇଛନ୍ତି।

khageswar

khageswar

Rakesh Mallick
  • Published: Wednesday, 19 July 2017
  • Updated: 19 July 2017, 12:02 PM IST

Sports

Latest News

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା ଭାଷାବିତ୍ ଡଃ ଖଗେଶ୍ୱର ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଓଡ଼ିଶା ଟ୍ରାଇବାଲ ମ୍ୟୁଜିୟମର ନିର୍ଦ୍ଦେଶକ ଭାବେ ପୂର୍ବରୁ ଦାୟିତ୍ୱ ନିର୍ବାହ କରିଥିଲେ।  ବିଶ୍ୱ ଭାରତୀ ଶାନ୍ତିନିକେତନରେ ଓଡ଼ିଆ ବିଭାଗ ଅଧ୍ୟାପକ ମଧ୍ୟ ଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସେ ସମ୍ମାନିତ ହେବା ସହ ଆହୁରି ଅନେକ ସମ୍ମାନରେ ସମ୍ମାନିତ ମଧ୍ୟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos