ଶାରଳା ପୁରସ୍କାର ଗ୍ରହଣ କଲେ ଗୌରହରି ଦାସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ କଥାକାର ଡ. ଗୌରହରି ଦାସଙ୍କୁ ମିଳିଛି ଚଳିତ ବର୍ଷର ସମ୍ମାନଜନକ ଶାରଳା ପୁରସ୍କାର। ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ଗୌରହରି ଦାସଙ୍କୁ ରାଜ୍ୟର ଏହି ପ୍ରତିଷ୍ଠିତ ସାହିତ୍ୟ ସମ୍ମାନ ମିଳିଛି। ଡ. ଦାସଙ୍କୁ ପୁରସ୍କାର ସ୍ୱରୂପ ନଗଦ ୫ ଲକ୍ଷ ଟଙ୍କା ସହ ମାନପତ୍ର ଓ ଫଳକ ପ୍ରଦାନ କରାଯାଇଛି। ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଶ୍ରେଷ୍ଠ ସାହିତ୍ୟ କୃତି ଲାଗି ମର୍ଯ୍ୟାଦାଜନକ ଶାରଳା ପୁରସ୍କାର ପ୍ରଦାନ କରାଯାଏ। […]

imfa

imfa

Hemant Lenka
  • Published: Wednesday, 26 October 2022
  • Updated: 26 October 2022, 08:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ କଥାକାର ଡ. ଗୌରହରି ଦାସଙ୍କୁ ମିଳିଛି ଚଳିତ ବର୍ଷର ସମ୍ମାନଜନକ ଶାରଳା ପୁରସ୍କାର। ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ଗୌରହରି ଦାସଙ୍କୁ ରାଜ୍ୟର ଏହି ପ୍ରତିଷ୍ଠିତ ସାହିତ୍ୟ ସମ୍ମାନ ମିଳିଛି। ଡ. ଦାସଙ୍କୁ ପୁରସ୍କାର ସ୍ୱରୂପ ନଗଦ ୫ ଲକ୍ଷ ଟଙ୍କା ସହ ମାନପତ୍ର ଓ ଫଳକ ପ୍ରଦାନ କରାଯାଇଛି।

ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଶ୍ରେଷ୍ଠ ସାହିତ୍ୟ କୃତି ଲାଗି ମର୍ଯ୍ୟାଦାଜନକ ଶାରଳା ପୁରସ୍କାର ପ୍ରଦାନ କରାଯାଏ। ଏହିକ୍ରମରେ ୪୩ ତମ ଶାରଳା ପୁରସ୍କାର ଡ. ଗୌରହରି ଦାସ ପାଇଛନ୍ତି।

୨୦୧୮ରେ ଟାଇମପାସ୍ ପବ୍ଲିକେସନ ଦ୍ୱାରା ଗଳ୍ପ ପୁସ୍ତକ 'ବାଘ ଓ ଅନ୍ୟାନ୍ୟ ଗଳ୍ପ' ପ୍ରକାଶିତ ହୋଇଥିଲା। ଇମ୍ପାକ୍ଟ ପକ୍ଷରୁ ଆୟୋଜିତ ଶାରଳା ପୁରସ୍କାର ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ହିନ୍ଦୀ ଲେଖକ ଉଦୟନ ବାଜପେୟୀ ଯୋଗ ଦେଇଥିବା ବେଳେ ସାହିତ୍ୟ ଆମକୁ ସତ୍ୟ ସହ ସାକ୍ଷାତ କରାଏ ବୋଲି ମତ ରଖିଛନ୍ତି।

ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଆୟୋଜିତ ୨୦୨୨ ଶାରଳା ପୁରସ୍କାର ବିଜେତା ଡ. ଦାସଙ୍କୁ ଏକ ସାରସ୍ଵତ ସମାବେଶରେ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ୫ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଛି। ସେହିପରି କଳା କ୍ଷେତ୍ରରେ ଜୀବନ ବ୍ୟାପୀ ସାଧନା ଲାଗି ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ଚିତ୍ରକର ପ୍ରଫୁଲ୍ଲ ମହାନ୍ତି ଓ ପ୍ରସିଦ୍ଧ ଓଡ଼ିଶୀ ସଙ୍ଗୀତ ସାଧକ ଗୁରୁ ଶ୍ରୀ ଘନଶ୍ୟାମ ପଣ୍ଡାଙ୍କୁ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ମିଳିଛି। ପୁରସ୍କାର ବାବଦରେ ଉଭୟଙ୍କୁ ଦେଢ଼ ଲକ୍ଷ ଲେଖାଏ ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯାଇଛି।

ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀ ଇଲା ପଣ୍ଡାଙ୍କର କଳାତ୍ମିକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ। ୧୯୮୦ ମସିହାରୁ ଶାରଳା ପୁରସ୍କାର ପ୍ରଦାନ କରାଯାଉଛି। ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଥିବା ଇମ୍ପାକ୍ଟର ଟ୍ରଷ୍ଟି ପାରମିତା ପଣ୍ଡା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story