ଉପନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ମିଳିବ ୩୦ଲକ୍ଷ ଟଙ୍କାର ଅନୁକମ୍ପା ରାଶି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପନିର୍ବାଚନରେ ନିୟୋଜିତ ସରକାରୀ କର୍ମଚାରୀ କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଲେ ତାଙ୍କର ପରିବାରକୁ ୩୦ଲକ୍ଷ ଟଙ୍କାର କ୍ଷତିପୂରଣ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ। ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି। କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ରାଜ୍ୟର ୨ଟି ବିଧାନସଭା ଆସନରେ ଉପନିର୍ବାଚନ ହେଉଥିବାବେଳେ ଏଥିପାଇଁ ନିୟୋଜିତ ପୁଲିଂ କର୍ମଚାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀର ଯବାନମାନେ ପ୍ରାଣ ହରାଇଲେ ୩୦ଲକ୍ଷ ଟଙ୍କାର ଅନୁକମ୍ପା ରାଶି ସେମାନଙ୍କର ପରିବାରକୁ […]

evm-1

evm-1

Manoranjan Sial
  • Published: Friday, 23 October 2020
  • Updated: 23 October 2020, 07:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପନିର୍ବାଚନରେ ନିୟୋଜିତ ସରକାରୀ କର୍ମଚାରୀ କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଲେ ତାଙ୍କର ପରିବାରକୁ ୩୦ଲକ୍ଷ ଟଙ୍କାର କ୍ଷତିପୂରଣ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ। ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି।

କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ରାଜ୍ୟର ୨ଟି ବିଧାନସଭା ଆସନରେ ଉପନିର୍ବାଚନ ହେଉଥିବାବେଳେ ଏଥିପାଇଁ ନିୟୋଜିତ ପୁଲିଂ କର୍ମଚାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀର ଯବାନମାନେ ପ୍ରାଣ ହରାଇଲେ ୩୦ଲକ୍ଷ ଟଙ୍କାର ଅନୁକମ୍ପା ରାଶି ସେମାନଙ୍କର ପରିବାରକୁ ପ୍ରଦାନ କରାଯିବ। ଏହାସହିତ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍ ଓ ଇସିଆଇଏଲର ଇଞ୍ଜିନିୟରମାନେ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଲେ ସେମାନଙ୍କ ପରିବାରକୁ ବି ୩୦ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଯୋଗାଇ ଦିଆଯିବ।

ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥାଇ ଯଦି ହିଂସାତ୍ମକ ଗଣ୍ଡଗୋଳ, ଉଗ୍ରପନ୍ଥୀ ଆକ୍ରମଣ, ବୋମା ବିସ୍ଫୋରଣ ଓ ରୋଡମାଇନ୍ସ ଦ୍ୱାରା ପ୍ରାଣ ହରାଇଲେ ସେମାନଙ୍କ ପରିବାରକୁ ବି ୩୦ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଦିଆଯିବ ବୋଲି ନିର୍ବାଚନ ଆୟୋଗ ଏକ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story