୫୦ ବର୍ଷ ବୟସରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ଲକଡାଉନ୍ ଘୋଷଣା ହୋଇଥିବାବେଳେ ସରକାରୀ କର୍ମଚାରୀମାନଙ୍କ ନିମନ୍ତେ ରାଜ୍ୟ ସରକାର ନିୟମକୁ କେତେକ କୋହଳ କରିଛନ୍ତି। ୫୦ବର୍ଷ ବୟସରୁ ଉର୍ଦ୍ଧ୍ୱ କର୍ମଚାରୀମାନେ ବିନା ଡାକ୍ତରୀ ପ୍ରମାଣପତ୍ରରେ ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ପରିବର୍ତ୍ତିତ ଛୁଟି ନେଇପାରିବେ। ଏଥିପାଇଁ କୌଣସି ଡାକ୍ତରୀ ପ୍ରମାଣପତ୍ର ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଅସୁସ୍ଥ ଅନୁଭବ କରୁଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟସ୍ଥଳ ଛାଡ଼ି ୧୪ଦିନ ପାଇଁ ଘରୋଇ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଏହାବ୍ୟତୀତ ୨୫ଟି […]

employ

employ

Manoranjan Sial
  • Published: Tuesday, 24 March 2020
  • Updated: 24 March 2020, 07:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ଲକଡାଉନ୍ ଘୋଷଣା ହୋଇଥିବାବେଳେ ସରକାରୀ କର୍ମଚାରୀମାନଙ୍କ ନିମନ୍ତେ ରାଜ୍ୟ ସରକାର ନିୟମକୁ କେତେକ କୋହଳ କରିଛନ୍ତି। ୫୦ବର୍ଷ ବୟସରୁ ଉର୍ଦ୍ଧ୍ୱ କର୍ମଚାରୀମାନେ ବିନା ଡାକ୍ତରୀ ପ୍ରମାଣପତ୍ରରେ ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ପରିବର୍ତ୍ତିତ ଛୁଟି ନେଇପାରିବେ। ଏଥିପାଇଁ କୌଣସି ଡାକ୍ତରୀ ପ୍ରମାଣପତ୍ର ଦେବାକୁ ପଡ଼ିବ ନାହିଁ। ପୂର୍ବରୁ ଅସୁସ୍ଥ ଅନୁଭବ କରୁଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟସ୍ଥଳ ଛାଡ଼ି ୧୪ଦିନ ପାଇଁ ଘରୋଇ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଏହାବ୍ୟତୀତ ୨୫ଟି ବିଭାଗର କର୍ମଚାରୀଙ୍କୁ ମଧ୍ୟ ଅଫିସ ନଆସିବା ପାଇଁ ଗତ ଦୁଇଦିନ ତଳେ ସରକାର ନିର୍ଦ୍ଦେଶ ଦେଇଥିଲେ।

ଆଜି ସାଧାରଣ ପ୍ରଶାସନ ବିଭାଗର ସୂଚନା ଅନୁସାରେ ବହୁମୂତ୍ର, ନିଃଶ୍ୱାସପ୍ରଶ୍ୱାସରେ ସମସ୍ୟା, ବୃକକଜନିତ ରୋଗ, ହୃଦରୋଗ ଓ ଅନ୍ୟାନ୍ୟ ଜୀବନ କ୍ଷତିକାରକ ଅସୁସ୍ଥତାରେ ଥିବା ୫୦ବର୍ଷ ବୟସରୁ ଊର୍ଦ୍ଧ୍ୱ କର୍ମଚାରୀମାନେ କାର୍ଯ୍ୟାଳୟରୁ ଛୁଟି ନେଇପାରିବେ। ଏଥିପାଇଁ ସମସ୍ତ ସଚିବ, ବିଭାଗୀୟ ମୁଖ୍ୟ, ରାଜସ୍ୱ କମିଶନର ଓ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story