ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଭୁବନେଶ୍ୱର ସ୍ଥିତ ବଡ଼ଗଡ଼ ଚିଲିପୋଖରୀ ଅଞ୍ଚଳରେ କମିଶନରେଟ୍‌ ପୁଲିସ୍‌ର ଏନ୍‌କାଉଣ୍ଟରେ ଦୁଇ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତଦ୍ୱୟ ହେଲେ ସିପୁନ କବି ଓ ହରେକୃଷ୍ଣ ସ୍ୱାଇଁ। ଉଭୟଙ୍କ ଗୋଡ଼ରେ ଗୁଳି ବାଜିଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ନିକଟରୁ ଗୋଟିଏ ମାଉଜର, ଗୋଟିଏ ଖେଳନା ବନ୍ଧୁକ, ବାଇକ୍‌ ଓ ଟଙ୍କା ଜବତ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା […]

encounter

encounter

Jyoshna Pradhan
  • Published: Sunday, 04 August 2019
  • Updated: 04 August 2019, 10:38 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଭୁବନେଶ୍ୱର ସ୍ଥିତ ବଡ଼ଗଡ଼ ଚିଲିପୋଖରୀ ଅଞ୍ଚଳରେ କମିଶନରେଟ୍‌ ପୁଲିସ୍‌ର ଏନ୍‌କାଉଣ୍ଟରେ ଦୁଇ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ଆହତଦ୍ୱୟ ହେଲେ ସିପୁନ କବି ଓ ହରେକୃଷ୍ଣ ସ୍ୱାଇଁ। ଉଭୟଙ୍କ ଗୋଡ଼ରେ ଗୁଳି ବାଜିଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସେମାନଙ୍କ ନିକଟରୁ ଗୋଟିଏ ମାଉଜର, ଗୋଟିଏ ଖେଳନା ବନ୍ଧୁକ, ବାଇକ୍‌ ଓ ଟଙ୍କା ଜବତ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଅନ୍ତର୍ଗତ ପୁରୁଣାଜଗନ୍ନାଥ ସଡକ ଟଙ୍କପାଣି ସେତୁ ନିକଟରେ କମିଶନରେଟ୍ ପୁଲିସର ଏନକାଉଣ୍ଟରରେ ଦୁଇଜଣ ଅପରାଧୀ ଅରୁଣ କୁମାର ମଲ୍ଲିକ ଓ ବିବେକ ନାୟକ ଆହତ ହୋଇଥିଲେ। ସିପୁନ୍ ଓ ହରେକୃଷ୍ଣ ଏମାନଙ୍କ ସହଯୋଗୀ ଥିଲେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story