ବ୍ରହ୍ମପୁର(ଅଶୋକ ବ୍ରହ୍ମା): ବ୍ରହ୍ମପୁର ଗୋଳନ୍ଥରା ଅଞ୍ଚଳରେ ପୁଲିସ୍ ଏନ୍କାଉଣ୍ଟରରେ ଦୁଇ ଜଣ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ଗଣେଶ ନାୟକ ଓ ହୃଷି ପାତ୍ର।
ସେମାନଙ୍କ ନିକଟରୁ ପୁଲିସ୍ ୨ଟି ପିସ୍ତଲ ସହ ଅଫୁଟା ଗୁଳି ଜବତ କରିଛି। ଏହାସହ ଗୋଟିଏ ବାଇକ୍ ମଧ୍ୟ ଜବତ କରାଯାଇଛି। ଅନ୍ୟ ୩ ଜଣ ଘଟଣାସ୍ଥଳରୁ ଖସି ପଳାଇଥିବା ବ୍ରହ୍ମପୁର ଅତିରିକ୍ତ ଏସ୍ପି ସୂଚନା ଦେଇଛନ୍ତି।
ଗଞ୍ଜାମ ଜିଲ୍ଲା ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ଏମାନେ ସମ୍ପୃକ୍ତ ଥିବା ପୁଲିସ୍ କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?