ଏନ୍‌କାଉଣ୍ଟରରେ ୨ ଅପରାଧୀ ଆହତ

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ବ୍ରହ୍ମପୁର ଗୋଳନ୍ଥରା ଅଞ୍ଚଳରେ ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁଇ ଜଣ  ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ଗଣେଶ ନାୟକ ଓ ହୃଷି ପାତ୍ର। ସେମାନଙ୍କ ନିକଟରୁ ପୁଲିସ୍ ୨ଟି ପିସ୍ତଲ ସହ ଅଫୁଟା ଗୁଳି ଜବତ କରିଛି। ଏହାସହ ଗୋଟିଏ ବାଇକ୍‌ ମଧ୍ୟ ଜବତ କରାଯାଇଛି। ଅନ୍ୟ ୩ ଜଣ ଘଟଣାସ୍ଥଳରୁ ଖସି ପଳାଇଥିବା ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ […]

encounter

Jyoshna Pradhan
  • Published: Saturday, 01 June 2019
  • , Updated: 01 June 2019, 09:49 AM IST

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ବ୍ରହ୍ମପୁର ଗୋଳନ୍ଥରା ଅଞ୍ଚଳରେ ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁଇ ଜଣ  ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ଗଣେଶ ନାୟକ ଓ ହୃଷି ପାତ୍ର।

ସେମାନଙ୍କ ନିକଟରୁ ପୁଲିସ୍ ୨ଟି ପିସ୍ତଲ ସହ ଅଫୁଟା ଗୁଳି ଜବତ କରିଛି। ଏହାସହ ଗୋଟିଏ ବାଇକ୍‌ ମଧ୍ୟ ଜବତ କରାଯାଇଛି। ଅନ୍ୟ ୩ ଜଣ ଘଟଣାସ୍ଥଳରୁ ଖସି ପଳାଇଥିବା ବ୍ରହ୍ମପୁର ଅତିରିକ୍ତ ଏସ୍‌ପି ସୂଚନା ଦେଇଛନ୍ତି।

ଗଞ୍ଜାମ ଜିଲ୍ଲା ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ଏମାନେ ସମ୍ପୃକ୍ତ ଥିବା ପୁଲିସ୍‌ କହିଛି।

Related story