କଟକରେ ଏନ୍‌କାଉଣ୍ଟର; ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧିଆ ଆହତ

କଟକ: କଟକରେ ଏନ୍‌କାଉଣ୍ଟର। ଏନ୍‌କାଉଣ୍ଟରରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ତ୍ରିଲୋଚନ ନାହାକ ଓରଫ ବୁଦ୍ଧିଆ। ତା’ ଡାହାଣ ଗୋଡ଼ରେ ବାଜିଛି ଗୁଳି। ତାକୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। କଟକ ସଦର ଥାନା ଅଞ୍ଚଳରେ ସ୍ପେଶାଲ୍ ସ୍କ୍ୱାଡ୍‌ ପକ୍ଷରୁ ଏହି ଏନ୍‌କାଣ୍ଟର କରାଯାଇଥିଲା। ତା’ଠାରୁ ଦୁଇଟି ବନ୍ଧୁକ ଓ ୧୦ ରାଉଣ୍ଡ ଗୁଳି ଜବତ କରାଯାଇଛି। ତା ନାଁରେ ୩୨ଟି  ମାମଲା ରହିଛି।

encounter

encounter

Rakesh Mallick
  • Published: Thursday, 04 January 2018
  • Updated: 04 January 2018, 10:31 PM IST

Sports

Latest News

କଟକ: କଟକରେ ଏନ୍‌କାଉଣ୍ଟର। ଏନ୍‌କାଉଣ୍ଟରରେ ଆହତ ହୋଇଛି ଦୁର୍ଦ୍ଦାନ୍ତ ଅପରାଧୀ ତ୍ରିଲୋଚନ ନାହାକ ଓରଫ ବୁଦ୍ଧିଆ। ତା’ ଡାହାଣ ଗୋଡ଼ରେ ବାଜିଛି ଗୁଳି। ତାକୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି।

କଟକ ସଦର ଥାନା ଅଞ୍ଚଳରେ ସ୍ପେଶାଲ୍ ସ୍କ୍ୱାଡ୍‌ ପକ୍ଷରୁ ଏହି ଏନ୍‌କାଣ୍ଟର କରାଯାଇଥିଲା। ତା’ଠାରୁ ଦୁଇଟି ବନ୍ଧୁକ ଓ ୧୦ ରାଉଣ୍ଡ ଗୁଳି ଜବତ କରାଯାଇଛି। ତା ନାଁରେ ୩୨ଟି  ମାମଲା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story