କଟକ(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଜଗତପୁର ଅଞ୍ଚଳରେ କମିଶନରେଟ୍ ପୁଲିସ ଓ ସ୍ପଶାଲ ସ୍କ୍ୱାର୍ଡ ଏନ୍କାଉଣ୍ଟର କରିଛି। ଫଳରେ ଦୁର୍ଦ୍ଦାନ୍ତ ଅପରାଧୀ ମନୋଜ ପାତ୍ର ଓରଫ ଅମିତ ଆହତ ହୋଇଛି। ତା’ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ SCB ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ପୁଲିସ ଅମିତଠାରୁ ଗୋଟିଏ ବନ୍ଧୁକ, ୨ ରାଉଣ୍ଡ ଗୁଳି, ୪ଟି କ୍ୟାଟ୍ରିଜ ଓ ଗୋଟିଏ କାର୍ ଜବତ କରିଛି।
ଅନ୍ୟପକ୍ଷରେ ଆଜି ଦିନ ଦ୍ୱି’ପହରେ କଟକ ଡଗରପଡ଼ା ସ୍ଥିତ ଭୂତିଆ ସାହିରେ ସିରିଜ ବୋମାମାଡ ହୋଇଥିଲା। ତେବେ ଏଥିରେ କାହାର କିଛି କ୍ଷତି ହୋଇନି। ଦୁଇ ଜଣ ଦୁର୍ବୃତ୍ତ ଏକ ସ୍କୁଟରରେ ଆସି ଗୋଲକ ପରିଡା ନାମକ ଜଣେ ବ୍ୟକ୍ତିଙ୍କ ଘର ଉପରକୁ ସିରିଜ ବୋମାମାଡ଼ କରିଥିଲେ। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାରକୁ ପିଟିଲା ହାଇୱା, ୨ ବିଜେପି କର୍ମୀଙ୍କ ମୃତ୍ୟୁ
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।