ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଲାଠିକଟା ଥାନା ଅନ୍ତର୍ଗତ ଶିଉଡି ନିକଟରେ ଗତକାଲି ରାତିରେ ପୁଲିସ୍ ଓ ଅପରାଧୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝୀ ଗୁରୁତର ହୋଇଛି। ତାଙ୍କ ଜଙ୍ଘରେ ଗୁଳି ବାଜିଛି। ସୁନୀଲଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି।
ସୁନୀଲଙ୍କ ନାଁରେ ହତ୍ୟା, ଡକାୟତି ଭଳି ୧୫ଟି ସଙ୍ଗୀନ ମାମଲା ଜିଲ୍ଲାର ବିଭିନ୍ନ ଥାନାରେ ରହିଛି। ସୁନୀଲଠାରୁ ଗୋଟିଏ ପିସ୍ତଲ ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।