ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଗୁରୁତର

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଲାଠିକଟା ଥାନା ଅନ୍ତର୍ଗତ ଶିଉଡି ନିକଟରେ ଗତକାଲି ରାତିରେ ପୁଲିସ୍  ଓ ଅପରାଧୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝୀ ଗୁରୁତର ହୋଇଛି। ତାଙ୍କ ଜଙ୍ଘରେ ଗୁଳି ବାଜିଛି। ସୁନୀଲଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ  ତାଙ୍କୁ  ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି। ସୁନୀଲଙ୍କ ନାଁରେ ହତ୍ୟା, ଡକାୟତି ଭଳି ୧୫ଟି ସଙ୍ଗୀନ ମାମଲା ଜିଲ୍ଲାର ବିଭିନ୍ନ ଥାନାରେ ରହିଛି। […]

firing

firing

Jyoshna Pradhan
  • Published: Thursday, 25 July 2019
  • Updated: 25 July 2019, 08:54 AM IST

Sports

Latest News

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଲାଠିକଟା ଥାନା ଅନ୍ତର୍ଗତ ଶିଉଡି ନିକଟରେ ଗତକାଲି ରାତିରେ ପୁଲିସ୍  ଓ ଅପରାଧୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝୀ ଗୁରୁତର ହୋଇଛି। ତାଙ୍କ ଜଙ୍ଘରେ ଗୁଳି ବାଜିଛି। ସୁନୀଲଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ  ତାଙ୍କୁ  ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି।

ସୁନୀଲଙ୍କ ନାଁରେ ହତ୍ୟା, ଡକାୟତି ଭଳି ୧୫ଟି ସଙ୍ଗୀନ ମାମଲା ଜିଲ୍ଲାର ବିଭିନ୍ନ ଥାନାରେ ରହିଛି। ସୁନୀଲଠାରୁ ଗୋଟିଏ ପିସ୍ତଲ  ଜବତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story