ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ଶକ୍ତିମନ୍ତ୍ରୀଙ୍କ ସମର୍ଥନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ପରି ମହାମାରୀ ସମୟରେ ଲୋକଙ୍କ ଜୀବନ, ଜୀବିକା ବିପନ୍ନ ହୋଇ ପଡ଼ିଥିବା ବେଳେ ସେମାନଙ୍କ ଉପରେ ପଡ଼ିଛି ବିଦ୍ୟୁତ୍‌ ଛାଟ। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ୪ ପ୍ରତିଶତ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି କରାଯାଇଛି। ଅକ୍ଟୋବର ପହିଲାରୁ ଗ୍ରାହକଙ୍କୁ ଏହି ବର୍ଦ୍ଧିତ ବିଦ୍ୟୁତ୍‌ ବିଲ୍‌ ଦେବାକୁ ପଡ଼ିବ।  ଏହାକୁ ନେଇ ଉପଭୋକ୍ତା ଓ ଅନ୍ୟ ରାଜନୈତିକ ଦଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିବା ବେଳେ ଏନେଇ ମତ […]

ball-1

ball-1

Niharika Rout
  • Published: Thursday, 24 September 2020
  • Updated: 24 September 2020, 02:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ପରି ମହାମାରୀ ସମୟରେ ଲୋକଙ୍କ ଜୀବନ, ଜୀବିକା ବିପନ୍ନ ହୋଇ ପଡ଼ିଥିବା ବେଳେ ସେମାନଙ୍କ ଉପରେ ପଡ଼ିଛି ବିଦ୍ୟୁତ୍‌ ଛାଟ।

ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ୪ ପ୍ରତିଶତ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି କରାଯାଇଛି। ଅକ୍ଟୋବର ପହିଲାରୁ ଗ୍ରାହକଙ୍କୁ ଏହି ବର୍ଦ୍ଧିତ ବିଦ୍ୟୁତ୍‌ ବିଲ୍‌ ଦେବାକୁ ପଡ଼ିବ।  ଏହାକୁ ନେଇ ଉପଭୋକ୍ତା ଓ ଅନ୍ୟ ରାଜନୈତିକ ଦଳ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିବା ବେଳେ ଏନେଇ ମତ ପ୍ରକାଶ କରିଛନ୍ତି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର।

ଏନେଇ ଶକ୍ତି ମନ୍ତ୍ରୀ କହିଛନ୍ତି, ଦୀର୍ଘ ୭ ବର୍ଷ ପରେ ୪ ପ୍ରତିଶତ ଶୁଳ୍କ ବୃଦ୍ଧି କରାଯାଇଛି। ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ଓଇଆରସି ନେଇଥାନ୍ତି।  ଏହା ମଧ୍ୟରେ ଉତ୍ପାଦନ, ପ୍ରସାରଣ ଏବଂ ବଣ୍ଟନ ଖର୍ଚ୍ଚ ବଢ଼ିଥିବାରୁ ଶୁଳ୍କ ବୃଦ୍ଧି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story