୧୫ରୁ କଟିବ ଚାଲାଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ ଜାନୁଆରୀ ୧୫ ତାରିଖରୁ କଟିବ ଚାଲାଣ। ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ କଟିବ ଚାଲାଣ। ଅତିରିକ୍ତ ପରିବହନ କମିଶନର (ଏନ୍‌ଫୋର୍ସମେଣ୍ଟ୍) ଲାଲ ମୋହନ ସେଠୀ ଏକ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦେଇଛନ୍ତି। ୧.୪.୧୯ ପୂର୍ବରୁ ପଞ୍ଜୀକୃତ ହୋଇଥିବା ଗାଡ଼ି ତଥା ଯେଉଁ ଗୁଡ଼ିକର ଶେଷ ନମ୍ବର ୧,୨,୩,୪,୫ ଓ ୬ରେ ଶେଷ ହୋଇଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ (HSRP) ଲାଗି […]

high security number plate

high security number plate

Jitendra Garnayak
  • Published: Tuesday, 10 January 2023
  • Updated: 10 January 2023, 07:18 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ ଜାନୁଆରୀ ୧୫ ତାରିଖରୁ କଟିବ ଚାଲାଣ। ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ କଟିବ ଚାଲାଣ। ଅତିରିକ୍ତ ପରିବହନ କମିଶନର (ଏନ୍‌ଫୋର୍ସମେଣ୍ଟ୍) ଲାଲ ମୋହନ ସେଠୀ ଏକ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦେଇଛନ୍ତି।

୧.୪.୧୯ ପୂର୍ବରୁ ପଞ୍ଜୀକୃତ ହୋଇଥିବା ଗାଡ଼ି ତଥା ଯେଉଁ ଗୁଡ଼ିକର ଶେଷ ନମ୍ବର ୧,୨,୩,୪,୫ ଓ ୬ରେ ଶେଷ ହୋଇଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ (HSRP) ଲାଗି ନଥିଲେ ଆସନ୍ତା ୧୫ ତାରିଖରୁ ଚାଲାଣ କଟାଯିବ। କାରଣ ଏହି ସବୁ ନମ୍ବର ପାଇଁ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବାର ଧାର୍ଯ୍ୟ ସମୟ ଶେଷ ହୋଇଯାଇଛି। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ଏହି ସବୁ ନମ୍ବର ଥିବା ଗାଡ଼ିଗୁଡ଼ିକୁ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍  ଲଗାଇବାକୁ କୁହାଯାଇଥିଲା।

ଓଡ଼ିଶା ରେଜିଷ୍ଟ୍ରେସନ୍ ମାର୍କ ଓ ରେଜିଷ୍ଟ୍ରେସନ୍ ନମ୍ବର ୭ ଏବଂ ୮ ସହିତ ଶେଷ ହେଉଥିବା ଗାଡ଼ି ଗୁଡ଼ିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବାର ଶେଷ ତାରିଖ ହେଉଛି ଜାନୁଆରୀ ୩୧। ସେହିପରି ୯ ଓ ୦ ସହିତ ଶେଷ ହେଉଥିବା ଗାଡ଼ି ଗୁଡିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବାର ଶେଷ ତାରିଖ ହେଉଛି ଫେବ୍ରୁଆରୀ ୨୮। ଏହି ଧାର୍ଯ୍ୟ ସମୟ ଶେଷ ହେଲେ ଏହି ସବୁ ଗାଡ଼ି ଗୁଡ଼ିକର ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଯାଞ୍ଚ କରାଯିବ।

ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍ (ଏନ୍‌ଫୋର୍ସମେଣ୍ଟ) ଲାଲ ମୋହନ ସେଠୀ କହିଛନ୍ତି, ୯.୧.୨୩  ସୁଦ୍ଧା ସମୁଦାୟ ୩୫,୫୬,୮୧୯ ଗାଡ଼ି ମାଲିକ ସ୍ଲଟ୍ ବୁକ୍ କରିଛନ୍ତି। ଏଥିରୁ ୨୭,୨୪,୯୯୪ଟି ଗାଡ଼ିରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story