ଇଂଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଶ୍ରୀବିହାର ସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଘର କଟକର ନିଆଳି ଅଞ୍ଚଳରେ। ସେ ଇଞ୍ଜିନିୟରିଂ ପାସ୍ ଆଉଟ୍  ଛାତ୍ର ବୋଲି ଜଣାପଡ଼ିଛି। ପୁଲିସ୍‌ ଘଟଣାସ୍ଥଳରୁ ଏକ ସୁଇସାଇଡାଲ ନୋଟ୍ ଜବତ କରିଛି। ପୁଲିସ ଘଟଣାର ତଦନ୍ତ କରୁଛି। ସବିଶେଷ ଖବରକୁ ଅପେକ୍ଷା କରାଯାଇଛି।

body

Jyoshna Pradhan
  • Published: Saturday, 15 June 2019
  • , Updated: 15 June 2019, 12:02 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଶ୍ରୀବିହାର ସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ଘର କଟକର ନିଆଳି ଅଞ୍ଚଳରେ। ସେ ଇଞ୍ଜିନିୟରିଂ ପାସ୍ ଆଉଟ୍  ଛାତ୍ର ବୋଲି ଜଣାପଡ଼ିଛି।

ପୁଲିସ୍‌ ଘଟଣାସ୍ଥଳରୁ ଏକ ସୁଇସାଇଡାଲ ନୋଟ୍ ଜବତ କରିଛି। ପୁଲିସ ଘଟଣାର ତଦନ୍ତ କରୁଛି।

ସବିଶେଷ ଖବରକୁ ଅପେକ୍ଷା କରାଯାଇଛି।

Related story