ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଅଫିସ୍ ଛାଡ଼!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନିର୍ମାଣ ସୌଧ ଭିତରେ ଥିବା ଇଞ୍ଜିନିୟର-ଇନ୍-ଚିଫଙ୍କ ଅଫିସ୍ ମହିଳା ଅଧିକାରୀ ଓ କର୍ମଚାରୀଙ୍କୁ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଅଫିସ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଫିସରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏଭଳି ନିର୍ଦ୍ଦେଶ ଦିଆଯାଇଥିବା ବିଭାଗୀୟ ସୁପରିଟେଣ୍ଡିଂ ଇଞ୍ଜିନିୟର କହିଛନ୍ତି। ଗତକାଲି ହୋଇଥବବା ଏହି ନିର୍ଦ୍ଦେଶାନାମାକୁ ନେଇ ଏବେ ଉଠିବାରେ ଲାଗିଛି ପ୍ରଶ୍ନ। ବିଶେଷକରି ମହିଳା ସ୍ୱେଚ୍ଛାସେବୀ ଏଭଳି ନିର୍ଦ୍ଦେଶକୁ ତୀବ୍ର ସମାଲୋଚନା […]

odisha

odisha

Ranjit Kumar Jena
  • Published: Thursday, 28 January 2021
  • Updated: 29 January 2021, 01:33 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନିର୍ମାଣ ସୌଧ ଭିତରେ ଥିବା ଇଞ୍ଜିନିୟର-ଇନ୍-ଚିଫଙ୍କ ଅଫିସ୍ ମହିଳା ଅଧିକାରୀ ଓ କର୍ମଚାରୀଙ୍କୁ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଅଫିସ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଫିସରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏଭଳି ନିର୍ଦ୍ଦେଶ ଦିଆଯାଇଥିବା ବିଭାଗୀୟ ସୁପରିଟେଣ୍ଡିଂ ଇଞ୍ଜିନିୟର କହିଛନ୍ତି। ଗତକାଲି ହୋଇଥବବା ଏହି ନିର୍ଦ୍ଦେଶାନାମାକୁ ନେଇ ଏବେ ଉଠିବାରେ ଲାଗିଛି ପ୍ରଶ୍ନ। ବିଶେଷକରି ମହିଳା ସ୍ୱେଚ୍ଛାସେବୀ ଏଭଳି ନିର୍ଦ୍ଦେଶକୁ ତୀବ୍ର ସମାଲୋଚନା କରିଛନ୍ତି।

ମହିଳା ସ୍ୱେଚ୍ଛାସେବୀଙ୍କ ମତରେ ଏବେ ବି ମହିଳାଙ୍କ ପ୍ରତି ଅନେକଙ୍କ ମାନସିକତାରେ ପରିବର୍ତ୍ତନ ଆସି ନାହିଁ। ଆଜି ବି ମହିଳାଙ୍କୁ ଦ୍ୱିତୀୟ ଶ୍ରେଣୀ ନାଗରିକ ଭାବେ ଦେଖା ଯାଉଛି, ଏଭଳି ନିର୍ଦ୍ଦେଶନାମା ତାର ପ୍ରତିଫଳନ ବୋଲି ସ୍ୱେଚ୍ଛାସେବୀ ମତ ରଖିଛନ୍ତି। ରାଜ୍ୟର ସରକାରୀ ବ୍ୟବସ୍ଥାରେ ମହିଳାମାନେ ପୁରୁଷଙ୍କ ସହ ସମକକ୍ଷ ହୋଇ ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସମ୍ଭାଳିଥିବା ବେଳେ ଏଭଳି ଅଜବ ଗଜବ ନିର୍ଦ୍ଦେଶନାମାକୁ ନେଇ ବିଭିନ୍ନ ମହଲରେ ବିସ୍ମୟ ସୃଷ୍ଟି ହୋଇଛି।

ଏହି ପ୍ରଶ୍ନ ଉଠୁଛି ଯେ ଅପରାହ୍ଣ ସାଢ଼େ ୫ଟା ପରେ ମହିଳାଙ୍କ ପାଇଁ ଇଞ୍ଜିନିୟର-ଇନ୍-ଚିଫଙ୍କ କାର୍ଯ୍ୟାଳୟ କଣ ଅସୁରକ୍ଷିତ କି? ନା ମହିଳାମାନେ ଅଫିସ୍ କାମ ସାରି ବିଳମ୍ବରେ ଘରେ ପହଞ୍ଚିବା ବେଳେ ଅସୁରକ୍ଷିତ ମନେ କରୁଥିବାରୁ ଏଭଳି ନିର୍ଦ୍ଦେଶ। ନା ୟା ପଛରେ ମହିଳା କର୍ମଚାରୀମାନେ ବିଳମ୍ବିତ ଅବଧି ଯାଏଁ ଉପସ୍ଥିତ ରହିଲେ ଅଫିସରେ କୌଣସି ଗୁପ୍ତ କାର୍ଯ୍ୟ ସମ୍ପର୍କରେ ଗୁମର ଖୋଲିଯିବାର ଚିନ୍ତା ରହିଛି?

ଅଧିକ ପଢ଼ନ୍ତୁ : ଆଇଟି ସେଲ ମୁଖିଆଙ୍କଠୁ କାଢ଼ିନେଲେ ସୋଶାଲ୍‌ ମିଡିଆ ପରିଚାଳନା ଦାୟିତ୍ୱ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story