ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହିଳା କର୍ମଚାରୀ ସାଢ଼େ ୫ଟା’ରେ ଅଫିସ ଛାଡ଼ିବେ। ସ୍ଥିତି ତନାଘନା ପାଇଁ ନିର୍ମାଣ ସୌଧରେ ପହଞ୍ଚିଲେ ମହିଳା ସୁରକ୍ଷା ଓ ନିରାପତ୍ତା ନୋଡାଲ ଅଧିକାରୀ ପାରୁଲ ପଟୱାରୀ। ସେ ନିର୍ମାଣ ସୌଧରେ ବିଭାଗୀୟ ମହିଳା କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି। କର୍ମକ୍ଷେତ୍ରରେ ମହିଳାଙ୍କ ସୁରକ୍ଷା ନେଇ ସରକାରଙ୍କୁ ରିପୋର୍ଟ ଦେବେ ପଟୱାରୀ।
ଭୁବନେଶ୍ୱର ନିର୍ମାଣ ସୌଧ ଭିତରେ ଥିବା ଇଞ୍ଜିନିୟର-ଇନ୍-ଚିଫଙ୍କ ଅଫିସ୍ରେ କାର୍ଯ୍ୟରତ ମହିଳା ଅଧିକାରୀ ଓ କର୍ମଚାରୀମାନେ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଅଫିସ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଅଫିସରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏଭଳି ନିଷ୍ପତ୍ତି ନିଆଯାଇଥିଲା। ତେବେ ଏହାକୁ କେତେଦୂର କାର୍ଯ୍ୟକାରୀ, ତାହାର ତଦାରଖ କରିବା ପାଇଁ ଆଜି ମହିଳା ସୁରକ୍ଷା ଓ ନିରାପତ୍ତା ନୋଡାଲ ଅଧିକାରୀ ପାରୁଲ ପଟୱାରୀ ନିର୍ମାଣ ସୌଧରେ ପହଞ୍ଚି କର୍ମଚାରୀଙ୍କ ସହିତ ଆଲୋଚନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।