କୋଣାର୍କ (ଓଡ଼ିଶା ରିପୋର୍ଟର): ବଢ଼ିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପ୍ରବେଶ ଶୁଳ୍କ। ଆଜିଠାରୁ ସାଧାରଣ ଦର୍ଶକଙ୍କ ଲାଗି ପ୍ରବେଶ ଶୁଳ୍କ ୩୦ଟଙ୍କାରୁ ୪୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ବିଦେଶୀଙ୍କ ପାଇଁ ପ୍ରବେଶ ଶୁଳ୍କ ୫୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି।
ବର୍ଦ୍ଧିତ ଶୁଳ୍କକୁ ବିରୋଧ କରି ଆଜି ଟିକେଟ୍ କାଉଣ୍ଟର୍ରେ ତାଲା ପକାଇଥିଲା କୋଣାର୍କ ସୁରକ୍ଷା ସମିତି। ଫଳରେ ସୂର୍ଯ୍ୟ ମନ୍ଦିର ବୁଲିବାକୁ ଆସିଥିବା ପର୍ଯ୍ୟଟକ ହନ୍ତସନ୍ତ ହୋଇଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ସୁରକ୍ଷା ସମିତି ସହ ଆଲୋଚନା କରିବା ପରେ ସେମାନେ ଆନ୍ଦୋଳନରୁ ଓହରି ଥିଲେ।
କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗ ନିର୍ଦ୍ଦେଶକ୍ରମେ ପତ୍ନତତ୍ତ୍ୱ ବିଭାଗ ପକ୍ଷରୁ ସାରା ଦେଶରେ ବିଭିନ୍ନ ଐତିହ୍ୟସ୍ଥଳୀଗୁଡ଼ିକରେ ପ୍ରବେଶ ଶୁକ୍ଳ ବୃଦ୍ଧି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।