ବିଲଡରଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫ୍ଲାଟ୍ ଦେବା ନାଁରେ ସାଢେ ୪କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବିଲଡର ପ୍ରେମାନନ୍ଦ ମହାପାତ୍ରଙ୍କୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି। ତାଙ୍କ ବିରୋଧରେରେ ଭୁବନେଶ୍ୱର ତମାଣ୍ଡୋ ଆଖପାଖ ଅଞ୍ଚଳରେ ଫ୍ଲାଟ ଦେବାକୁ କହି ଲୋକଙ୍କୁ ଠକିଥିବା ଅଭିଯୋଗ ରହିଛି। ଗିରଫ ବିଲଡର ପ୍ରେମାନନ୍ଦ ହେଉଛନ୍ତି ଗୋଲଡେନ୍ ଭିୟୁ ଇନଫ୍ରାଷ୍ଟକ୍ଚର ଲିମିଟେଡ୍ ସଂସ୍ଥାର ମୁଖ୍ୟ।

gtrdf

gtrdf

Rakesh Mallick
  • Published: Wednesday, 09 May 2018
  • Updated: 09 May 2018, 09:56 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଫ୍ଲାଟ୍ ଦେବା ନାଁରେ ସାଢେ ୪କୋଟିରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ବିଲଡର ପ୍ରେମାନନ୍ଦ ମହାପାତ୍ରଙ୍କୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି। ତାଙ୍କ ବିରୋଧରେରେ ଭୁବନେଶ୍ୱର ତମାଣ୍ଡୋ ଆଖପାଖ ଅଞ୍ଚଳରେ ଫ୍ଲାଟ ଦେବାକୁ କହି ଲୋକଙ୍କୁ ଠକିଥିବା ଅଭିଯୋଗ ରହିଛି। ଗିରଫ ବିଲଡର ପ୍ରେମାନନ୍ଦ ହେଉଛନ୍ତି ଗୋଲଡେନ୍ ଭିୟୁ ଇନଫ୍ରାଷ୍ଟକ୍ଚର ଲିମିଟେଡ୍ ସଂସ୍ଥାର ମୁଖ୍ୟ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos