କଟକ(ଓଡ଼ିଶା ରିପୋର୍ଟର): ହାଇକୋର୍ଟଙ୍କ ନିର୍ଦ୍ଦେଶରେ କଟକ ସିଟି ହସ୍ପିଟାଲ ସମ୍ମୁଖରୁ ଆଜି ଜବରଦଖଲ ଉଚ୍ଛେଦ ହେଉଛି। ଏଠାରେ ଥିବା ଦୋକାନ ଘରଗୁଡ଼ିକୁ ଭାଙ୍ଗୁଛି ସିଏମ୍ସିର ଏନ୍ଫୋର୍ସମେଣ୍ଟ ସ୍କ୍ୱାର୍ଡ। ଆଇନ ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୁଲିସ୍ ମୁତୟନ କରାଯାଇଛି ।
ସିଟି ହସ୍ପିଟାଲ ଆଗରେ ବହୁ ଦୋକାନ ଘର ଥିଲା । ବହୁ ଜାଗା ଜବରଦଖଲ ହୋଇଥିବାରୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତେଣୁ ଏହି ଜବରଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟ ନିର୍ଦେଶ ଦେଇଥିଲେ। କିନ୍ତୁ ଉଚ୍ଛେଦ କରାଯାଉଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେମାନେ ଏବେ ବାସହରା ହୋଇଗଲେ, କେଉଁଠି ରହିବେ ବୋଲି କ୍ଷୋଭ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।
Weather
ଆଜି ଅବପାତରେ ପରିଣତ ହେବ ଲଘୁଚାପ;୨୭ରୁ ବର୍ଷିବ
୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।