ଆଇଏଏସ୍ ସ୍ତରରେ ଅଦଳବଦଳ; ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇଏଏସ୍ ସ୍ତରରେ ହୋଇଛି ଅଦଳବଦଳ । ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ବରିଷ୍ଠ IAS ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦିଆଯାଇଛି । ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ ବୀର ବିକ୍ରମ । ନିକୁଞ୍ଜ କିଶୋର ସୁନ୍ଦରରାୟ ହେଲେ ପବ୍ଲିକ୍ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ […]

VIR_BIKRAM

VIR_BIKRAM

Niharika Rout
  • Published: Sunday, 03 April 2022
  • Updated: 03 April 2022, 10:02 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇଏଏସ୍ ସ୍ତରରେ ହୋଇଛି ଅଦଳବଦଳ । ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ବରିଷ୍ଠ IAS ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦିଆଯାଇଛି । ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ ବୀର ବିକ୍ରମ ।

ନିକୁଞ୍ଜ କିଶୋର ସୁନ୍ଦରରାୟ ହେଲେ ପବ୍ଲିକ୍ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ । କେନ୍ଦ୍ରୀୟ ଡେପୁଟେସନରୁ ଫେରିବାପରେ ମୋନା ଶର୍ମାଙ୍କ ବଦଳରେ ତାଙ୍କୁ ମିଳିଛି ଏହି ନିଯୁକ୍ତି ।  ଶୁଭମ୍ ସକ୍କେନାଙ୍କୁ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଳାଇବେ ।

ଆଇଏଫ୍ଏସ୍ ସଞ୍ଜିବ କୁମାର ଚଢ଼ା ହୋଇଛନ୍ତି ଏଗ୍ରିକଲ୍ଚର ଓ ମାର୍କେଟିଂ ନିର୍ଦ୍ଦେଶକ । ସମନ୍ୱୟ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତାଙ୍କୁ ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story