ରାୟଗଡା: ବହୁ ଚର୍ଚ୍ଚିତ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାର ତଦନ୍ତ ପାଇଁ ରାୟଗଡ଼ାରେ ପହଞ୍ଚିଛି ସିବିଆଇ ଟିମ୍। ଗତକାଲି ଡିଆଇଜି ଲତା ମନୋଜ କୁମାରଙ୍କ ନେତୃତ୍ୱରେ ଏହି ଟିମ୍ ରାୟଗଡ଼ା ଆସିଛି। ସିବିଆଇ ଡିଏସପି ଏମକେ ପାଠକଙ୍କ ସମେତ ଏହି ପାଞ୍ଚଜଣିଆ ଟିମ ରାୟଗଡ଼ାରେ ପହଞ୍ଚିଥିବା ବେଳେ ଗୁରୁବାର ଏହି ଟିମ୍ ଟିକିରି ସ୍କୁଲକୁ ଯାଇ ତଦନ୍ତ କରିବ।
ସେହିଭଳି ଗୁରୁବାର ସିବିଆଇର ଆଉ ଏକ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ରାୟଗଡ଼ାରେ ପହଞ୍ଚିବ। ଏହି ଟିମ୍ ଟିକିରି ସ୍କୁଲକୁ ଯାଇ ଛାନଭିନ୍ କରିବ ବୋଲି ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।