Advertisment

ଆଜିଠୁ ଯୁକ୍ତ ଦୁଇ ଖାତାଦେଖା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେଉଛି। ଆଜିଠାରୁ  ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେବ। ଏହା ଏପ୍ରିଲ୍ ୧୮ ତାରିଖ ଯାଏ ଚାଲିବ। ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ୍ ୨୩ରୁ ଆରମ୍ଭ ହୋଇ ମେ’ ୨ତାରିଖ ଯାଏ ଚାଲିବ। ଏଥର ୫୮ଟି ମାନୁଆଲ୍‌ ଓ ୩୬ଟି ଇ-ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗା ଯାଇଛି। ମେ’ ମାସରେ ବିଜ୍ଞାନ ଓ ଜୁନ୍‌ରେ […]

author-image
Rajalaxmi Sahu
ଆଜିଠୁ ଯୁକ୍ତ ଦୁଇ ଖାତାଦେଖା

plustwo

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ ହେଉଛି। ଆଜିଠାରୁ  ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେବ। ଏହା ଏପ୍ରିଲ୍ ୧୮ ତାରିଖ ଯାଏ ଚାଲିବ।

Advertisment

ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ୍ ୨୩ରୁ ଆରମ୍ଭ ହୋଇ ମେ’ ୨ତାରିଖ ଯାଏ ଚାଲିବ।

ଏଥର ୫୮ଟି ମାନୁଆଲ୍‌ ଓ ୩୬ଟି ଇ-ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବ। ଏଥିପାଇଁ ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗା ଯାଇଛି।

ମେ’ ମାସରେ ବିଜ୍ଞାନ ଓ ଜୁନ୍‌ରେ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

Advertisment