ପୁରୀ (ମଧୁସୂଦନ ମିଶ୍ର): ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକ୍ରିୟା। ମୋଚିସାହିରେ ଥିବା ମହୋଦଧି ମାର୍କେଟ୍ କମ୍ପ୍ଲେକ୍ସକୁ ପୂର୍ବରୁ ଜିଲ୍ଲା ପ୍ରଶାସନ ବିପଦସଙ୍କୁଳ ଘୋଷଣା କରିଥିବା ବେଳେ ଆଜି ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି। ମହୋଦଧି ମାର୍କେଟ କମ୍ପ୍ଲେକ୍ସରେ ୫୮ଟି ଦୋକାନ ରହିଛି। ଏଥିସହ କୋଅପରେଟିଭ୍ ସଂସ୍ଥାର ଶାଖା ବି ରହିଛି। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏଠାରେ ୧ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି । ଉଚ୍ଛେଦ ପରେ ଏଠାରେ ବହୁତଳ ବିଶିଷ୍ଟ ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ କରାଯିବାର ଯୋଜନା ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।