ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଆଜି ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଖୋର୍ଦ୍ଧା/କଟକ: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଆଜି ପ୍ରଥମ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ମହାନ୍ ରାଜନେତା ଜାନକୀବଲ୍ଳଭଙ୍କ ମହାପ୍ରୟାଣ ଘଟିଥିଲା। ଏଥିପାଇଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାନକୀବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ପକ୍ଷରୁ ଆଜି ଖୋର୍ଦ୍ଧାରେ ଜାନକୀବଲ୍ଳଭ ଉଦ୍ୟାନ ଉଦ୍‌ଘାଟିତ ହୋଇଯାଇଛି। ଏହା ସହିତ ଜାନକୀବଲ୍ଲଭଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନାବରଣ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବରିଷ୍ଠ କଂଗ୍ରେସ […]

PATNAIK

PATNAIK

Rakesh Mallick
  • Published: Thursday, 21 April 2016
  • Updated: 21 April 2016, 03:43 PM IST

Sports

Latest News

ଖୋର୍ଦ୍ଧା/କଟକ: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଆଜି ପ୍ରଥମ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ମହାନ୍ ରାଜନେତା ଜାନକୀବଲ୍ଳଭଙ୍କ ମହାପ୍ରୟାଣ ଘଟିଥିଲା। ଏଥିପାଇଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଜାନକୀବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ପକ୍ଷରୁ ଆଜି ଖୋର୍ଦ୍ଧାରେ ଜାନକୀବଲ୍ଳଭ ଉଦ୍ୟାନ ଉଦ୍‌ଘାଟିତ ହୋଇଯାଇଛି। ଏହା ସହିତ ଜାନକୀବଲ୍ଲଭଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନାବରଣ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ଲୁଲୁ ମହାପାତ୍ର ଓ ଆମ ଓଡ଼ିଶା ପାର୍ଟି ଅଧ୍ୟକ୍ଷ ତଥା ଜାନକୀଙ୍କ ଜ୍ୱାଇଁ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ  ଯୋଗ ଦେଇ ତାଙ୍କ ସ୍ମୃତିଚାରଣ କରିଥିଲେ।

କଟକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। କଟକ ଜିଲ୍ଲା କଂଗ୍ରେସ କମିଟି ସଭାପତି ତଥା ସାଲେପୁର ବିଧାୟକ ପ୍ରକାଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶ୍ରାଦ୍ଧ ବାର୍ଷିକୀ ସଭାରେ ପୂର୍ବତନ ବିଧାୟକ ରବୀନ୍ଦ୍ର କୁମାର ମଲ୍ଲିକ, ବିଶ୍ୱଜିତ ଦାସ, ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର ଓ ବିଶ୍ୱରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ  କଟକ ନଗର କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଅଛି। କଟକ ନଗର  କଂଗ୍ରେସ କମିଟି ସଭାପତି ଇଂ ମହମ୍ମଦ ମୋକିମଙ୍କ ସହ ବହୁ କଂଗ୍ରେସ ନେତା ଏଥିରେ ଯୋଗ ଦେଇ ଜାନକୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହ ତାଙ୍କ ଜୀବନୀ ଉପରେ ସ୍ମୃତିଚାରଣ କରିଥିଲେ।

ଆଠଗଡ଼ରେ କଂଗ୍ରେସ ପକ୍ଷରୁ ଜାନକୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ତିଳତର୍ପଣ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story