ନବୀନଙ୍କ ଦଳରେ ମିଶିଲେ ନବ ଦାସ

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ସପ୍ତାହେ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ଝାରସୁଗୁଡ଼ା ବିଧାୟକ ନବ ଦାସ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ମିଶିଛନ୍ତି। ନବ ଦାସଙ୍କ ସହିତ ଝାରସୁଗୁଡ଼ା ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ୭ ଜଣ ସଦସ୍ୟ ମଧ୍ୟ ବିଜେଡିରେ ମିଶିଛନ୍ତି। ଏହା ସହିତ ୫ଟି ବ୍ଲକ୍‌ର ସମସ୍ତ କଂଗ୍ରେସ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମଧ୍ୟ ବିଜେଡିରେ ମିଶିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଝାରସୁଗୁଡ଼ା […]

naba

naba

Jitendra Garnayak
  • Published: Thursday, 24 January 2019
  • Updated: 24 January 2019, 02:44 PM IST

Sports

Latest News

ଝାରସୁଗୁଡ଼ା (ଓଡ଼ିଶା ରିପୋର୍ଟର): ସପ୍ତାହେ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ଝାରସୁଗୁଡ଼ା ବିଧାୟକ ନବ ଦାସ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ତାଙ୍କ ସମର୍ଥକଙ୍କ ସହିତ ବିଜେଡିରେ ମିଶିଛନ୍ତି।

ନବ ଦାସଙ୍କ ସହିତ ଝାରସୁଗୁଡ଼ା ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ୭ ଜଣ ସଦସ୍ୟ ମଧ୍ୟ ବିଜେଡିରେ ମିଶିଛନ୍ତି। ଏହା ସହିତ ୫ଟି ବ୍ଲକ୍‌ର ସମସ୍ତ କଂଗ୍ରେସ ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମଧ୍ୟ ବିଜେଡିରେ ମିଶିଛନ୍ତି।

ମୁଖ୍ୟମନ୍ତ୍ରୀ ଆଜି ଝାରସୁଗୁଡ଼ା ଗସ୍ତରେ ଆସିଥିବା ବେଳେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି।

ଏହି ଅବସରରେ ବରଗଡ଼ ସାଂସଦ ପ୍ରଭାସ ସିଂହ, ସମ୍ବଲପୁର ବିଧାୟକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ, ସଞ୍ଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତି ଓ ଅନୁପ ସାଏ ପ୍ରମୁଖ ଉପସ୍ଥିତ ଥିଲେ।

ଜାନୁଆରୀ ୧୬ ତାରିଖରେ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଅବଶ୍ୟ କଂଗ୍ରେସ କହିଛି ଯେ ସେ ଇସ୍ତଫା ଦେବା ପୂର୍ବରୁ ଦଳ ତାଙ୍କୁ ବହିଷ୍କାର କରାଯାଇଥିଲା।

କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ନବ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲେ ଯେ ସେ ବିଜେଡିରେ ମିଶିବେ। ତାଙ୍କ ଅଞ୍ଚଳବାସୀ ଚାହୁଁଥିବା ଯୋଗୁ ସେ ବିଜେଡିରେ ମିଶିବେ ବୋଲି ଲେଖିଥିଲେ।

ସୂଚନାଯୋଗ୍ୟ, ୨୦୦୯ ଓ ୨୦୧୪ ବିଧାନସଭା ନିର୍ବାଚନରେ ନବ ଦାସ ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କୁ ପରାସ୍ତ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story